ପିସିସି ସଭାପତିଙ୍କୁ ୫ଶହ ଟଙ୍କା ଜରିମାନା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରି ଜରିମାନା ଗଣିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଶୁକ୍ରବାର ପଟ୍ଟନାୟକଙ୍କ ସମେତ ଅନ୍ୟ କେତେଜଣ ସମର୍ଥକଙ୍କୁ କମିଶନରେଟ ପୋଲିସ ୫ଶହ ଟଙ୍କା ଲେଖାଏ ଜରିମାନା କରିଛି। କିଛିଦିନ ତଳେ କଂଗ୍ରେସ ଭବନରେ ରାଜ୍ୟ ଯୁବ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ପିସିସି ସଭାପତି ପଟ୍ଟନାୟକ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ସେହିଭଳି କରୋନା ମହାମାରୀ ପରିଚାଳନାରେ ସରକାରଙ୍କ ବିଫଳତାକୁ ନେଇ ରାଜ୍ୟପାଳଙ୍କୁ ଦାବିପତ୍ର ଦେବାକୁ ସମର୍ଥକଙ୍କ ସହ ଯାଇଥିଲେ ପିସିସି ସଭାପତି। ଏହି ସମୟରେ ମଧ୍ୟ ସାମାଜିକ ଦୂରତ୍ୱ ନିୟମକୁ ନ ମାନି ସମର୍ଥକଙ୍କ ସହ ଏକାଠି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି...

ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି।...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ...

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ

ଭୁବନେଶ୍ୱର, ୧୦ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍‌ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଯାଇଥିଲେ ସେମାନେ...

କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ...

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ...

୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ...

2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri