୩୮ଲକ୍ଷ ଟଙ୍କା ହେର୍‌ଫେର: ପିଇଓଙ୍କୁ ଉଠାଇନେଲା ଭିଜିଲାନ୍ସ

ବ୍ରହ୍ମପୁର/ଦିଗପହଣ୍ଡି,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍‌ ଅଭିଯୋଗ ହୋଇଛି। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକ୍ରମେ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସର ଏକ ଟିମ୍‌ ରାଧାଦେଇପୁର ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଥିଲେ।

ଟଙ୍କା ହେରଫେର୍‌ ସମ୍ପର୍କରେ ଟିମ୍‌ ଯାଞ୍ଚ କରିବା ସହିତ ବିଭିନ୍ନ କର୍ମଚାରୀଙ୍କୁ ପଚାରି ଥିଲେ। ପିଇଓଙ୍କୁ ଜେରା କରିବା ସହିତ ତାଙ୍କୁ ବ୍ରହ୍ମପୁର ଉଠାଇ ନେଇଥିବା ସୂଚନା ମିଳିଛି। ପିଇଓଙ୍କ କାର୍ଯ୍ୟାଳୟରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ପିଇଓଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ଚାଲିଛି। ପ୍ରମାଣ ମିଳିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ପ୍ରଦୀପ କୁମାର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ...

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ...

କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା।...

ବିଦେଶୀମାନଙ୍କୁ ବେଆଇନ ସିମ କାର୍ଡ ବିକ୍ରି, ଗୋପାଳପୁର ପୋର୍ଟ କର୍ମଚାରୀ ସମେତ ୨ଗିରଫ

ଛତ୍ରପୁର,୨୧।୩(ସନ୍ତୋଷ ପାଢ଼ୀ ): ଗୋପାଳପୁର ପୋର୍ଟକୁ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ବେଆଇନ ଭାବେ ସିମ ବିକ୍ରି ମାମଲାରେ ଗଞ୍ଜାମ ଜ଼ିଲା ଆର୍ଯ୍ୟପଲ୍ଲୀ କତୁରୁ ଅଞ୍ଚଳର ଦୁଇଜଣ...

ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଦବଙ୍ଗଗିରି, ଚାଷୀଙ୍କୁ ମାରପିଟ୍‌, ଚାପା ଉତ୍ତେଜନା

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଜରିମୂଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ବିଦ୍ୟୁତ ବିଭାଗର ଜଣେ କନିଷ୍ଠ...

୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ...

୧୧ଦିନ ପରେ ମିଳିଲା ନିଖୋଜ ଶିଶୁର ମୃତ ଶରୀର ଠାବ କଲା ପୋଲିସ

ରାୟଗଡା,୨୧।୩( ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଏକ ୧୩ମାସର ଶିଶୁ ପୁତ୍ରର ମୃତ...

କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ

ଭୁବନେଶ୍ୱର,୨୧।୩: ବଡ଼ କଂଗ୍ରେସ ନେତାଙ୍କ ପରଲୋକ। ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ମୃତ୍ୟୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image