Posted inଫୁରସତ

ଲୋକେ ଖାଉଛନ୍ତି ବାସନମଜା ସ୍ପଞ୍ଜ!

ଅନେକ ଲୋକ ଅଛନ୍ତି ଯେଉଁମାନେ କି କିଛି ଅଜବ ଜିନିଷ ଖାଇବାର ସଉକ ରଖିଥାନ୍ତି। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ ଏବେ ତାଇଓ୍ବାନରେ ଏକ ଅଜବ ଜିନିଷକୁ ଖାଇବା ଲାଗି ପ୍ରାୟ ସମସ୍ତେ ପସନ୍ଦ କରୁଛନ୍ତି। ଆଉ ସେହି ଅଜବ ଜିନିଷଟି ହେଉଛି ବାସନ ମାଜିବା ଲାଗି ବ୍ୟବହାର ହେଉଥିବା ହଳଦିଆ ସବୁଜ ରଙ୍ଗର ସ୍ପଞ୍ଜ। ତାଇଓ୍ବାନରେ ଏହାର ଚାହିଦା ଏବେ ବଢିବାରେ ଲାଗିଛି। ଏହାକୁ ଖାଉଥିବା ଦେଖି ଯେକେହି ବି ଚକିତ ହୋଇଯାଆନ୍ତି। ତେବେ ପରେ ଯେତେବେଳେ ପ୍ରକୃତ କଥା ଜାଣନ୍ତି ନ ହସି ରହିପାରନ୍ତି ନାହିଁ। କାରଣ ବାସନମଜା ସ୍ପଞ୍ଜ ପରି ଦେଖାଯାଉଥିବା ଏହି ଜିନିଷଟି ହେଉଛି ଏକ ସ୍ବାଦିଷ୍ଟ ସ୍ପଞ୍ଜ କେକ୍‌। ଏହି କେକ୍‌ ତିନି ଲେୟର ବିଶିଷ୍ଟ ଅଟେ। ଏହାର ସବୁଜ ଅଂଶକୁ ତିଆରି କରିବା ଲାଗି କେକ୍‌ ନିର୍ମାତାମାନେ ଆଖୁର ପତ୍ର ବ୍ୟବହାର କରନ୍ତି। ଏଥିରେ କୌଣସି ପ୍ରକାରର କୃତ୍ରିମ ରଙ୍ଗର ବ୍ୟବହାର ହୋଇ ନାହିଁ। ତେଣୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ହିତକର।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି,...

ଶିଶୁପ୍ରେମୀ ଚାଚା ନେହେରୁ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହରଲାଲ ନେହେରୁ ଜଣେ ସଚ୍ଚା ଶିଶୁପ୍ରେମୀ ଥିଲେ। ତେଣୁ ତାଙ୍କର ଜନ୍ମ ଦିନ ୧୪ ନଭେମ୍ବର(୧୮୮୮ ମସିହା)କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri