ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ

ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର ଜିଲା ଗରପା ଗ୍ରାମରେ। ଗ୍ରାମର ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପରିବାରକୁ ମାଓବାଦୀମାନେ ଧମକ ଦେଇ ଡରାଇବାରୁ ଗ୍ରାମ ଛାଡ଼ିଥିଲେ। ପ୍ରାୟ ୨୧ ବର୍ଷ ପୂର୍ବେ ଗାଁରୁ ବିତାଡ଼ିତ ହୋଇଥିବା ଏହି ଲୋକେ ଗାଁକୁ ଫେରଛନ୍ତିି। ପୋଲିସ ପକ୍ଷରୁ ସୁରକ୍ଷା ଶିବିର ପ୍ରତିଷ୍ଠା ସହ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିବା ବେଳେ ଗ୍ରାମବାସୀ ଗାଁକୁ ଫେରି ଖୁସି ବ୍ୟକ୍ତ କରିଛନ୍ତି। ଲୋକେ ଗାଁରେ ପହଞ୍ଚିବା ପରେ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ୨୧ ବର୍ଷ ମଧ୍ୟରେ ଗ୍ରାମରେ ପୋଲିସ କ୍ୟାମ୍ପ ପ୍ରତିଷ୍ଠା ଏବଂ ଗରପା ଗାଁ ରାସ୍ତା ନିର୍ମାଣ ହେବା ସହ ମାଓବାଦୀଙ୍କ ଭୟରୁ ମୁକ୍ତି ପାଇଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଡିଓ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ...

କେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷ

କେସିଙ୍ଗା,୬ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଅଧ୍ୟକ୍ଷ ନୃପରାଜ ଯାଦବ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ। ପ୍ରଥମେ...

ବାଲେଶ୍ବରରେ ରାମନବମୀ ଶୋଭାଯାତ୍ରାରେ ନିଆରା ଦୃଶ୍ୟ

ବାଲେଶ୍ବର,୬।୪: ଆଜି ପବିତ୍ର ରାମନବମୀ। ସବୁଠି ଉତ୍ସବମୁଖର। ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରଭୁ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କୁ ପୂଜାର୍ଚ୍ଚନା କରି ଆଶିଷ ଭିକ୍ଷା କରୁଛନ୍ତି ଶ୍ରଦ୍ଧାଳୁ।...

ବିରିଡିହାରେ ରାମନବମୀ

ଆନନ୍ଦପୁର,୬ା୪: ବିରିଡିହା ଗ୍ରାମରେ ରବିବାର ଶ୍ରୀରାମ ନବମୀ ପୂଜା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ରବିବାର ସକାଳେ ସମସ୍ତେ ଏକତ୍ରିତ ହୋଇ ବିରାଟ ବାଇକ୍‌...

ରାମନବମୀରେ ଅଘଟଣ: ପୁଅର ଶାବଳ ମାଡ଼ରେ ବାପା ମୃତ, ମା’ ଗୁରୁତର

ସମ୍ବଲପୁର,୬।୪: ରାମନବମୀରେ ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ଜିଲା ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି।...

ବରଗଡ଼ରେ ଆରମ୍ଭ ହେବ ଚିଫ୍‌ ମିନିଷ୍ଟର କପ୍‌ ଫୁଟ୍‌ବଲ ମ୍ୟାଚ୍‌: ଭାଗ ନେବେ ୮ ଟିମ୍‌

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆସନ୍ତା ସୋମବାରରୁ ବରଗଡ଼...

ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଖେତୁଆଳି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିପୋଡ଼ି ଛାରଖାର୍‌ ହୋଇଯାଇଛି।...

୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image