ଥାନା ଘେରାଉ କଲେ ଉତ୍ତ୍ୟେକ୍ତ ଲୋକେ

ନିଶ୍ଚିନ୍ତକୋଇଲି,୬ା୩(ଅଶୋକ ମହାପାତ୍ର): ଦାଦନ ଠିକାଦାରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ପ୍ରତିବାଦରେ ଗୁରୁବାର ବହୁ ମହିଳା ଓ ପୁରୁଷ ନିଶ୍ଚିନ୍ତକୋଇଲି ଥାନା ଘେରାଉ କରିଥିବାର ଜଣାଯାଇଛି। ନିଶ୍ଚିନ୍ତକୋଇଲି ଗ୍ରାମର ରବୀନ୍ଦ୍ର ଦାସଙ୍କ ସାନ ପୁଅ ସନ୍ତୋଷ କୁମାର ଦାସ(୨୪)ଙ୍କୁ ଦାଦନ ଶ୍ରମିକ ରୂପେ ସ୍ଥାନୀୟ ଅଞ୍ଚଳର ଜଣେ ଠିକାଦାର ବିଶାଖାପାଟଣା ନେଇଯାଇଥିଲେ। ଇତି ମଧ୍ୟରେ ଏକ ମାସ ଅତିକ୍ରାନ୍ତ ହେବାକୁ ବସିଲାଣି ନିଖୋଜ ସନ୍ତୋଷର କୌଣସି ପତ୍ତା ମିଳୁନି। ଏ ସମ୍ପର୍କରେ ନିଖୋଜ ସନ୍ତୋଷଙ୍କ ପିତା ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏହି ଅଭିଯୋଗ ପରେ ନାମକୁମାତ୍ର ନିଖୋଜ ମାମଲା ରୁଜୁ କରି ଚୁପ୍‌ ହୋଇ ବସିଛି। ପୋଲିସ ଠିକାଦାରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଏହାର ପ୍ରତିବାଦରେ ଆଜି ନିଶ୍ଚିନ୍ତକୋଇଲି ଥାନା ସମ୍ମୁଖରେ ବହୁ ଲୋକ ଧାରଣା ଦେବା ସହ ଥାନା ଘେରାଉ କରିଥିବାର ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image