ପେଟ୍ରୋଲ ହେଲା ମହଙ୍ଗା: ମଇଁଷି ଉପରେ ରାଜରାସ୍ତାରେ ଯୁବକ, ଭିଡିଓ ଭାଇରାଲ…

ନୂଆଦିଲ୍ଲୀ,୧୨।୧୨ : କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା ଯେଉଁଥିରେ ବାଇକ ଚଳାଉଥିବା ଜଣେ ଯୁବକ ପିକାଚୁ ଥିମ ହେଲମେଟ ପିନ୍ଧି ନୋଏଡା ରାସ୍ତାରେ ବୁଲୁଥିଲେ। ତେବେ ପୋଲିସ ଧରିଥିବା ବ୍ୟକ୍ତିଙ୍କ ହେଲମେଟକୁ ପସନ୍ଦ କରିଥିଲା। ଏହି ଭିଡିଓକୁ ସୋସିଆଲ ମିଡିଆରେ ବହୁ ସଂଖ୍ୟକ ଲୋକ ଲାଇକ କରିଥିଲେ। ବର୍ତ୍ତମାନ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ପେଟ୍ରୋଲ ମହଙ୍ଗା ହେବାରୁ ବେଳେ ଜଣେ ଯୁବକ ଦିଲ୍ଲୀ ରାଜରାସ୍ତାରେ ମଇଁଷି ଉପରେ ବସି ଯାଊଥିବାର ନଜର ଆସିଛନ୍ତି। ସେ ଏକ ଠେକୁଆ ପରି ହେଲମେଟ ମଧ୍ୟ ପିନ୍ଧିଥିଲେ, ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

ଏହି ଭିଡିଓ ଇନଷ୍ଟାଗ୍ରାମରେ bull_rider_077 ନାମକ ଆଇଡିରେ ପୋଷ୍ଟ କରାଯାଇଛି । ଏହା ସହିତ କ୍ୟାପଶନରେ ଲେଖାଯାଇଛି ପେଟ୍ରୋଲ ମହଙ୍ଗା ହେଲା, ମୁଁ ମଧ୍ୟ ଏହାର ମୂଲ୍ୟ ଦେଖାଇଲି।

ସୋସିଆଲ ମିଡିଆରେ ଉପଭୋକ୍ତାମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି । ଏହାକୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଥର ଦେଖାଯାଇଛି । ୧.୮ ଲକ୍ଷ ଲୋକ ଏହି ଭିଡିଓକୁ ପସନ୍ଦ କରିଛନ୍ତି । ଭିଡିଓ ଦେଖିବା ପରେ ହଜାର ହଜାର ଲୋକ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଜଣେ ବ୍ୟକ୍ତି ଲେଖିଛନ୍ତି, ଏହି ମଇଁଷି କେତେ ଟପ ସ୍ପିଡ। ଅନ୍ୟ ଜଣେ ଲେଖିଛନ୍ତି, ତୁମେ କେମିତି ମଇଁଷି ଚଢ଼ିବା ଶିଖିଲ, ମୁଁ ମଧ୍ୟ ଶିଖିବାକୁ ଚାହେଁ। ଅପରପକ୍ଷରେ ତୃତୀୟ ବ୍ୟକ୍ତି ଏକ ମଜାଦାର ପ୍ରତିକ୍ରିୟା ଦେଇ ଲେଖିଥିଲେ ଚାରି ଚକିଆରେ କିଏ ହେଲମେଟ ପିନ୍ଧନ୍ତି କି?

 

https://www.instagram.com/reel/C0BIeobLFcD/?utm_source=ig_embed&ig_rid=ed01c737-4201-4c31-a4bf-d5f123341b73


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri