Categories: ଜାତୀୟ

କମିଲା ପେଟ୍ରୋଲ ୫, ଡିଜେଲ ୧୦ ଟଙ୍କା

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ କରାଯାଇଛି। ଫଳରେ ପୂରା ଦେଶରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବ। ବୁଧବାର ମଧ୍ୟରାତିରୁ ନୂଆ ଦର ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

 

Share