୮୨ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଟ୍‌ରେ ନିଆଁ

ମାନିଲା,୨୭ା୮: ଫିଲିପାଇନ୍ସର ବାଟାଙ୍ଗସ୍‌ ବନ୍ଦରରେ ଏକ ବୋଟ୍‌ ପହଞ୍ଚତ୍ବା ପୂର୍ବରୁ ଶୁକ୍ରବାର ସେଥିରେ ନିଆଁ ଲାଗିଯାଇଥିଲା। ବୋଟ୍‌ରେ ୮୨ ଜଣ ଯାତ୍ରୀ ଓ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୭୩ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟମାନଙ୍କୁ ଖୋଜା ଚାଲିଥିବା ତଟସୁରକ୍ଷା ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍‌ଟି ମିଣ୍ଡୋରୋ ଦ୍ୱୀପରୁ ମାନିଲାର ଏକ ବନ୍ଦରକୁ ଆସୁଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ।

Share