Advertisement

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ ଅଫ୍‌ ଭୋଲକାନୋଲୋଜି ଆଣ୍ଡ ସିସମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ କାଷ୍ଟିଲିଜସ୍‌ ସହରରୁ ୧୮ କିଲୋମିଟର ଉତ୍ତର ପୂର୍ବରେ ରହିଥିଲା। କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share