ସିଲାବସ୍‌ ବାହାରୁ ପଦାର୍ଥ ବିଜ୍ଞାନ ପ୍ରଶ୍ନ: ଗ୍ରେସ୍‌ ମାର୍କ ଦାବି କଲେ ପରୀକ୍ଷାର୍ଥୀ

ଖଇରା,୨୨।୨(ଉତ୍କଳବନ୍ଧୁ ପଣ୍ଡା): ଗୁରୁବାର ଯୁକ୍ତ ୨ ପଦାର୍ଥ ବିଜ୍ଞାନ ପରୀକ୍ଷାରେ ସିଲାବସ୍‌ ବାହାରୁ ପ୍ରଶ୍ନ ଆସିବା ନେଇ ଛାତ୍ରୀଛାତ୍ରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଉଭୟ ଲଙ୍ଗ୍‌ ଏବଂ ସର୍ଟ ପ୍ରଶ୍ନରେ ମୋଟ ୧୬ ମାର୍କ ଶିକ୍ଷା ଖସଡା ବାହାରୁ ଆସିଥିବା ନେଇ ଖଇରା, କୁପାରୀ ତଥା ଅନ୍ୟାନ୍ୟ ମହାବିଦ୍ୟାଳୟର ପିଲାମାନେ ଅଭିଯୋଗ କରିବା ସହ ପରୀକ୍ଷା ନିୟନ୍ତ୍ରକ ତଥା ଶିକ୍ଷା ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ପ୍ରଶ୍ନପତ୍ର ତିଆରି ଦାୟିତ୍ୱରେ ଥିବା ଟିମ୍‌ ନୂତନ ଭାବେ ଉଦ୍ଦିଷ୍ଟ ପାଠ୍ୟ ସୂଚୀ ପ୍ରତି ଅବଗତ ନ ରହିବା ଦୁଃଖର ବିଷୟ ବୋଲି ଖଇରା ମହାବିଦ୍ୟାଳୟରେ ପରୀକ୍ଷା ପରେ ନିରାଶାରେ ଘରକୁ ଫେରୁଥିବା ୧୮୩ ଜଣ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଏଥିସହ ସମସ୍ତଙ୍କ ପାଇଁ ଗ୍ରେସମାର୍କର ବ୍ୟବସ୍ଥା କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri