ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ ବେଆଇନ ଖଇରକାଠ ଚାଲାଣ ହେଉଥିବା ଖବର ପାଇ ବନ ବିଭାଗ କୁର୍ମା ଗୌଡ଼ମାଲ ରାସ୍ତାରେ ଅତର୍କିତ ଭାବେ ଚଢ଼ାଉ କରିଥିଲା।

ଅଧିକାରୀମାନେ ଖଇର କାଠ ଭର୍ତ୍ତି ପିକଅପ ଜବତ କରିଛି। କାଠ ଚୋରା ଚାଲାଣ ଅଭିଯୋଗରେ କଂସର ଗ୍ରାମର ତପୋବନ୍ତ କନ୍ଦାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଏହି ଚଢ଼ାଉରେ ଡେପୁଟି ରେଞ୍ଜର ସୁଦାମ ଜଗଦଲା, ଫରେଷ୍ଟର ରାଧାକାନ୍ତ କୁମ୍ଭାର, ଫରେଷ୍ଟ ଗାର୍ଡ ପୃଥିରାଜ ଭୋଇ, ସ୍କ୍ବାର୍ଡ ରାଜା ଡନସେନା, ସ୍କ୍ବାର୍ଡ ବଳରାମ ସାହୁ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି...

ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା

ବାର୍‌ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ...

ସଂରକ୍ଷିତ ଜଙ୍ଗଲ ଭିତରେ ଜଳୁଛି କାର୍‌, ସ୍ତ୍ରୀଙ୍କ ଉପରେ ରାଗି ସ୍ବାମୀ ଜାଳିଦେଲେ

ପାଟଣା,୨୬ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ପିଛୁଳାବେଡ଼ା ଜଙ୍ଗଲ ଭିତରେ ଶନିବାର ଏକ କାର୍‌ ଜଳୁଥିବା ଦେଖିବାକୁ ମିଳିଛି। ଜଙ୍ଗଲ ଭିତରେ...

ଗ୍ରୀଷ୍ମପ୍ରବାହ ଜାରି: ପାଣି ପାଇଁ ଡହଳବିକଳ ପାରାଦୀପ ବାସିନ୍ଦା

ପାରାଦୀପ,୨୬ା୪(ଶରତ ରାଉତ): ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରି ସମୟରେ ପାରାଦୀପ ଶିଳ୍ପାଞ୍ଚଳରେ ବର୍ତ୍ତମାନ ଜଳସଙ୍କଟ ଦେଖାଦେଇଛି। ପାରାଦୀପ...

ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ...

‘ଘଟଣାର ଜଡ଼ରେ ପହଞ୍ଚିବା ସାମ୍ବାଦିକଙ୍କ ଦାୟିତ୍ୱ’

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା):ସାମ୍ବାଦିକତା ହେଉଛି ସର୍ବପୁରାତନ ଜୀବିକା। କାହିଁ କେଉଁ କାଳରୁ ମଣିଷ ହୁଅନ୍ତୁ ବା ପ୍ରାଣୀ ଜୀବନ ଜୀବିକା ନିର୍ବାହ ପାଇଁ ଖାଦ୍ୟ ସମ୍ପର୍କରେ ସାଥୀଙ୍କୁ...

ଓଡ଼ିଶା ଭାରତର ଇସ୍ପାତ ରାଜଧାନୀ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଫିକି ସହଯୋଗରେ ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରଠାରେ ଶୁକ୍ରବାର ‘ଇଣ୍ଡିଆ ଷ୍ଟିଲ-୨୦୨୫’ ରାଉଣ୍ଡ୍‌ ଟେବୁଲ ସମ୍ମିଳନୀ...

କୋଟିଆ ପରେ ଏବେ ରାଇପାହାଡ଼: ଆନ୍ଧ୍ରରେ ମିଶିବାକୁ ସୀମାନ୍ତବାସୀଙ୍କ ଇଚ୍ଛା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରର ଅନୁପ୍ରବେଶ ଓ ବିସ୍ତାରବାଦୀ ନୀତି ପାଇଁ ସମସ୍ତଙ୍କ ନଜର ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡ଼ିକ ଉପରେ ରହିଛି। ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image