ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ବିଲରେ ଓଲଟିଲା ପିକଅପ୍‌ ଭ୍ୟାନ୍‌

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋରାପୁଟରୁ ଜୁନାଗଡ଼ ଆସୁ୍‌ଥିବା ଏକ ପିକଅପ୍‌ ଭ୍ୟାନ୍‌( ଓଡି ୧୦ ଏସ୍‌-୦୦୫୪) ୨୬ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମ ଡୁମେର ବନ୍ଧ ନିକଟରେ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇ ଚାଷ ଜମିରେ ଓଲଟି ପଡିଛି। ହେଲେ ଦୁର୍ଘଟଣାରେ ଗାଡି ଡ୍ରାଇଭର ରଞ୍ଜନ ନାଏକ ଓ ହେଲ୍ପର ଦିପୁନ ଯାନୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଖବର ପାଇ ଆମପାଣି ଥାନା ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗାଡିକୁ ଜବତ କରିବା ସହ ଡ୍ରାଇଭର ଓ ହେଲ୍ପରଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇ ଥିଲେ। ତେବେ ସେମାନେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଡ୍ରାଇଭରଙ୍କ କହିବା ଅନୁଯାୟୀ, ରାସ୍ତାରେ କେତେଜଣ ଛାତ୍ରୀ ସାଇକେଲରେ ସ୍କୁଲ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଗାଡିକୁ ସାଇଡ଼ ଦେବା ସମୟରେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି ।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri