ବାଇକକୁ ପିଟିଲା ତୀର୍ଥଯାତ୍ରୀ ବସ: ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର- ସୋନପୁର ରାଜରାସ୍ତାର ସାତମାଇଲ ଛକଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅଛନ୍ତି। ପୁଇଁତଲା ପୋଲିସ ଖବର ପାଇ ପହଞ୍ଚି ମୃତକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି।
ମୃତକ ଜଣକ ଖାରି ଗାଁର ଘନଶ୍ୟାମ ପୋଢ଼ ଏବଂ ଗୁରୁତର ଯୁବକ ଜଣକ ଫକୀର ବିଶି ବୋଲି ଜଣାପଡିଛି । ଏଥିସହ ପୋଲିସ ବସଙ୍କୁ ଅଟକ ରଖିବା ସହ ଡ୍ରାଇଭରଙ୍କୁ ପଚାରଉଚରା କରୁଛି।
ବସ୍‌ଟି ରାଜ୍ୟ ସରକାରଙ୍କ ତୀର୍ଥଯାତ୍ରୀ ଯୋଜନାରେ ଯାତ୍ରୀଙ୍କୁ ପୁରୀ ଦର୍ଶନ ପାଇଁ ନେଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image