Posted inଜାତୀୟ

Viral Video: ଘନକୁହୁଡ଼ିରେ ବି ଫୁଲ୍‌ ସ୍ପିଡ୍‌ରେ ଟ୍ରେନ୍‌ ଚଳାଉଛନ୍ତି ପାଇଲଟ୍‌, ଭିଡିଓ ଦେଖିଲେ…

ଭାରତରେ ଟ୍ରେନ୍‌କୁ ସବୁଠାରୁ ସୁଗମ ସାଧନ ମଧ୍ୟରେ ଗଣାଯାଏ। ଏଥିପାଇଁ ଦେଶର ଅଧିକାଂଶ ଲୋକେ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରିଥାନ୍ତି।  ବର୍ତ୍ତମାନ ଶୀତଦିନ ଚାଲିଥିବା ବେଳେ ଘନକୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ହେଲେ ଟ୍ରେନ୍‌ ଯାତ୍ରୀଙ୍କୁ ତାର ଡର ନାହିଁ। କାରଣ ଘନକୁହୁଡ଼ିରେ ମଧ୍ୟ ଟ୍ରେନ୍‌ ଦ୍ରୁତ ଗତିରେ ଯାଆସ କରୁଥିବା ନଜର ଆସିଥାଏ। ଏବେ ସେଭଳି ଏକ ଭିଡିଓ ଭାଇରାଲ ହେଉଛି।
ଭାଇରାଲ ଭିଡିଓରେ ଘନକୁହୁଡ଼ି ସତ୍ତ୍ୱେ ଗୋଟିଏ ଟ୍ରେନ୍‌ କିଭଳି ଭାବେ ଯାତାୟାତ କରୁଛି ତାହା ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ ଟ୍ରେନ୍‌ର ଗତି ଅନେକଙ୍କୁ ଚକିତ କରିଛି। ପାଇଲଟ୍‌ କିନ୍ତୁ ନିର୍ଡର ହୋଇ ଟ୍ରେନ୍‌ ଚଲାଉଛନ୍ତି। ଦୃଶ୍ୟ ଦେଖିବା ପରେ ଆମେ ପାଇଲଟ୍‌ଙ୍କ ଭରସାରେ ଏବଂ ପାଇଲଟ୍‌ ଭଗବାନଙ୍କ ଭରସାରେ ବୋଲି କିଛି ଲୋକ ମନ୍ତବ୍ୟ ଦେଉଛନ୍ତି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ମିଜୋରାମରେ ଜନ୍ମହେଲା ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ: ଜାଣନ୍ତୁ ଏହା କ’ଣ

ଆଇଜୋଲ, ୬।୧:ଗତ ୧ ତାରିଖ ମଧ୍ୟରାତ୍ର ୧୨.୦୩ ସମୟରେ ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ ଜନ୍ମ ହୋଇଛି। ମିଜୋରାମର ରାଜଧାନୀ ଆଇଜୋଲର ଡର୍ଟଲାଙ୍ଗସ୍ଥିତ ସିନୋଡ...

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ।...

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌...

ଡରେଇଲାଣି ଏଚ୍‌ଏମ୍‌ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ୍‌ (ଏଚ୍‌ଏମ୍‌ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ...

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri