ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା।

Share