ପ୍ଲାଷ୍ଟିକ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ପ୍ଲାଷ୍ଟିକ ପ୍ରଦୂଷଣ ଯୋଗୁ ସ୍ଥଳଭାଗରେ ମଧ୍ୟ ବର୍ଷକୁ ପ୍ରାୟ ଏକ ଲକ୍ଷ ଜୀବଙ୍କର ମୃତ୍ୟୁ ଘଟୁଛି ବୋଲି ଏକ ସର୍ଭେରୁ ଜଣାପଡିଛି। ଅଶୋଧିତ ପେଟ୍ରୋଲିୟମ୍‌ରୁ ପ୍ଲାଷ୍ଟିକ ଉତ୍ପାଦନ କରିବାକୁ ହେଲେ ଯେଉଁ ରାସାୟନିକ ପଦ୍ଧତି ଅବଲମ୍ବନ କରାଯାଏ ସେଥିରୁ ଅନେକ ବିଷାକ୍ତ ଓ ସବୁଜଘର ଗ୍ୟାସ୍‌ ଉତ୍ପନ୍ନ ହୋଇ ପରିବେଶକୁ ନିର୍ଗମନ ଘଟେ। ପୁଣି, ପ୍ଲାଷ୍ଟିକ ପଦାର୍ଥକୁ ଭସ୍ମୀକରଣ ପ୍ରକ୍ରିୟାରେ ପୋଡି ନଷ୍ଟ କରାଯିବା ଦ୍ୱାରା ମଧ୍ୟ ଅନେକ ସବୁଜଘର ଗ୍ୟାସ ବାୟୁମଣ୍ଡଳକୁ ନିର୍ଗତ ହୁଏ। ଗତ ୨୦୧୯ ମସିହାରେ ପ୍ରକାଶିତ ଏକ ରିପୋର୍ଟରୁ ଜଣାଯାଏ ଯେ, ପ୍ଲାଷ୍ଟିକ ଉତ୍ପାଦନ ଓ ଭସ୍ମୀକରଣ ପ୍ରକ୍ରିୟା ଯୋଗୁ ବାୟୁମଣ୍ଡଳକୁ ସମୁଦାୟ ୮୫୦ ମିଲିୟନ ଟନ୍‌ ସବୁଜଘର ଗ୍ୟାସ ଉତ୍ସର୍ଜିତ ହୋଇଛି। ଆଗାମୀ ୨୦୫୦ ମସିହା ବେଳକୁ ଏହା ଆଶାତୀତ ବୃଦ୍ଧି ପାଇ କେବଳ ପ୍ଲାଷ୍ଟିକ ଯୋଗୁ ଉତ୍ସର୍ଜିତ ସବୁଜଘର ଗ୍ୟାସର ପରିମାଣ ସମୁଦାୟ ବିଶ୍ୱ ଉତ୍ସର୍ଜନର ୧୪% ମାତ୍ରାରେ ପହଞ୍ଚତ୍ବ ବୋଲି ଆଶଙ୍କା ରହିଛି। ଏହା ନିଶ୍ଚୟ ଏକ ଉଦ୍‌ବେଗଜନକ ବିଷୟ। ଏହି ବିପୁଳ ସବୁଜଘର ଗ୍ୟାସ୍‌ ଯେ ଭବିଷ୍ୟତରେ ବିଶ୍ୱତାପନ ପ୍ରକ୍ରିୟାରେ ସହାୟକ ହୋଇ ବିଶ୍ୱ ଜଳବାୟୁ ପରିବର୍ତ୍ତନର ଧାରାକୁ ଘୋର ପ୍ରଭାବିତ କରିବ ଏଥିରେ ସନ୍ଦେହ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଖାଆନ୍ତୁ ଫାଳେ ପିଆଜ

ଏବେ ଅଧିକାଂଶ ଲୋକେ ପିଆଜ ରସୁଣ ଖାଇବାକୁ ବାରଣ କରୁଛନ୍ତି। ହେଲେ ଏହି ପିଆଜ ଶରୀର ପାଇଁ ବେଶ ଉପକାରୀ, ଏକଥା ହୁଏତ ଅନେକଙ୍କୁ ଜଣା...

ସ୍ତ୍ରୀଙ୍କ ପାଖରେ ଥିଲେ ଏହି ଗୁଣ ଭାଗ୍ୟଶାଳୀ ହୋଇଥାନ୍ତି ସ୍ବାମୀ

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଜନ୍ମ ହେଉ ହେଉ ଦୁଇଟି ଜିନିଷକୁ ଡ଼ରନ୍ତି ନବଜାତକ, ଜାଣିଲେ ଆପଣ ବି ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଘରକୁ ଖବର ଆସେ ଯେ ଜଣେ କୁନି ଅତିଥି ଆସିବାକୁ ଯାଉଛନ୍ତି, ଦମ୍ପତି ଆନନ୍ଦରେ ଉଲ୍ଲସିତ ହୁଅନ୍ତି ଏବଂ ପରିବାର ସଦସ୍ୟମାନେ ମଧ୍ୟ ବହୁତ...

ପିଲା କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଉପାୟ

କିଏ ଅଧିକ ମୋଟା ତ କିଏ ଆବଶ୍ୟକରୁ ଅଧିକ ପତଳା, ଆଉ ପୁଣି କାହାଠାରେ ଆଖିଠାରୁ ଆରମ୍ଭ କରି ଦେଖାଯାଉଛି ଅନେକ ସ୍ବାସ୍ଥ୍ୟ ସମସ୍ୟା। ଅଧିକାଂଶ...

ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହି ଖାଦ୍ୟ: ରହିବେ ସୁସ୍ଥ

ଅଧିକାଂଶ ମହିଳା ସକାଳ ଜଳଖିଆ ସ୍କିପ୍‌ କରୁଥିବା ଦେଖିବାକୁ ମିଳେ। ଅପରପକ୍ଷେ କାର୍ଯ୍ୟବ୍ୟସ୍ତତା ହେଉ ଅବା ଅନ୍ୟ କାରଣ ପାଇଁ ଏପରି ବଦଭ୍ୟାସ ଗ୍ୟାସ୍‌, ଏସିଡିଟିଠାରୁ...

Health Tips: ରକ୍ତଚାପକୁ ନିୟନ୍ତ୍ରଣରେ ରଖେ ଏହି ୯ ପ୍ରକାରର ଜୁସ୍‌, ପ୍ରତିଦିନ ପିଇଲେ ମିଳିବ ଲାଭ

ଉଚ୍ଚ ରକ୍ତଚାପ ଏକ ଗମ୍ଭୀର ସମସ୍ୟା ଯାହା ହୃଦରୋଗ ଏବଂ ଷ୍ଟ୍ରୋକର ଆଶଙ୍କା ବଢ଼ାଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଅନୁଯାୟୀ, ସାରା ବିଶ୍ୱରେ ୧.୨୮...

ରାଗକୁ ନିୟନ୍ତ୍ରଣରେ ରଖିବ ଏହି ଡିଭାଇସ୍‌

କେତେଜଣ ବ୍ୟକ୍ତି କଥା କଥାକେ ରାଗି ଯାଇଥାଆନ୍ତି। ପ୍ରାୟ ଅନେକ ଛୋଟବଡ଼ କଥାକୁ ନେଇ କ୍ରୋଧ ପ୍ରକାଶ କରିବାର ବହୁ ଉଦାହରଣ ରହିଛି। ତେବେ ଏହାକୁ...

ସ୍ବାସ୍ଥ୍ୟୋପକାରୀ କଳା ଚାଉଳ

କଳା ଧାନର ବୈଜ୍ଞାନିକ ନାମ ‘ଓରାଇଜା ସାଟାଇଭା ଏଲ୍‌’ ଅଟେ। ଏଥିରେ ଆନ୍ଥୋସାୟାନିନ, ଫେନୋଲିକ୍‌ ଏସିଡ୍‌ ଏବଂ ଅନ୍ୟାନ୍ୟ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟର ସମୃଦ୍ଧ ଉପାଦାନ ରହିଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image