Posted inଫୁରସତ

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ଧର୍ମେନ୍ଦ୍ର

ସାଧାରଣତଃ ଯେଉଁମାନେ ପ୍ରେମରେ ପଡ଼ନ୍ତି ସେମାନେ ଅନେକ ସ୍ବପ୍ନ ଦେଖିଥାନ୍ତି। ଏପରିକି ପ୍ରେମିକଟିଏ ପ୍ରେମିକାଙ୍କ ପାଇଁ ଜହ୍ନରେ ଜାଗା କିଣିଦେବା କିମ୍ବା ତାରାଫୁଲରେ ଘର ସଜାଇବାକୁ ପ୍ରତିଶ୍ରୁତି ବି ଦେଇଥାନ୍ତି। ଏକଥା ଆମେ ଗୀତ ବା ଗପରେ ଶୁଣିଥିଲେ। ମାତ୍ର ବାସ୍ତବରେ ମଧ୍ୟ ଏହି କଥାକୁ ପ୍ରମାଣ କରି ଦେଖାଇଛନ୍ତି ରାଜସ୍ଥାନର ଅଜମେରରେ ରହୁଥିବା ଧର୍ମେନ୍ଦ୍ର ଆନିଜା। ବିବାହ ବାର୍ଷିକୀରେ ସେ ତାଙ୍କ ସ୍ତ୍ରୀଙ୍କୁ ଚନ୍ଦ୍ରରେ ୩ ଏକର ଜମି କିଣି ଦେଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ଆଜି ହେଉଛି ତାଙ୍କ ଅଷ୍ଟମ ବିବାହ ବାର୍ଷିକୀ। ସେ ତାଙ୍କ ସ୍ତ୍ରୀ ସପ୍‌ନା ଆନିଜାଙ୍କ ପାଇଁ କିଛି କରିବା ପାଇଁ ଚନ୍ଦ୍ରରେ ଜାଗା କିଣିଛନ୍ତି।

ସେ କହିଛନ୍ତି, ଡିସେମ୍ବର ୨୪ରେ ଆମର ବିବାହ ବାର୍ଷିକୀ ଥିଲା। ମୁଁ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଉପହାର ଦେବାକୁ ଚାହୁଁଥିଲି। ଏମିତିରେ ତ ସମସ୍ତେ କାର୍‌ ଏବଂ ଅଳଙ୍କାର ଭଳି ଅନେକ କିଛି ଉପହାର ସ୍ବରୁପ ଦିଅନ୍ତି। କିନ୍ତୁ ମୁଁ କିଛି ଅଲଗା କରିବାକୁ ଚାହୁଁଥିଲି। ତେଣୁ ମୁଁ ସପ୍‌ନାଙ୍କ ପାଇଁ ଚନ୍ଦ୍ରରେ ଜାଗା କିଣି ଦେଲି।

ଧର୍ମେନ୍ଦ୍ର ଲୁନା ସୋସାଇଟି ଇଣ୍ଟରନ୍ୟାସନାଲ ମାଧ୍ୟମରେ ଏହି ଜମି କିଣିଥିଲେ। ଏହି ପ୍ରକ୍ରିୟା ଶେଷ ହେବାକୁ ପ୍ରାୟ ଏକ ବର୍ଷ ସମୟ ଲାଗିଥିବା ଧର୍ମେନ୍ଦ୍ର କହିଛନ୍ତି। ସେ କହିଛନ୍ତି, ‘ମୁଁ ଖୁସି। ମୁଁ ଭାବୁଛି ରାଜସ୍ଥାନର ପ୍ରଥମ ବ୍ୟକ୍ତି ଯିଏ କି ଚନ୍ଦ୍ରରେ ଜମି କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri