Categories: Video

୧୨ରେ ପ୍ରକାଶ ପାଇବ +୨ ବିଜ୍ଞାନ ରେଜଲ୍ଟ

ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ । ୧୨ ତାରିଖ ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‌ରେ CHSE କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ସୂଚନା ଦେଇଛନ୍ତି ।