Posted inଜାତୀୟ

ନେତାଜୀଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କଲେ ମୋଦି

ନୂଆଦିଲ୍ଲୀ,୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ୧୦ ମିନିଟରେ ଇଣ୍ଡିଆ ଗେଟ ନିକଟରେ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି । ଏହାପରେ ସେ ମୂର୍ତ୍ତି ନିକଟରେ ପୁଷ୍ପାଞ୍ଜଳି ଦେଇଛନ୍ତି । ସୁଭାଷ ବୋଷଙ୍କ ଏହି ପ୍ରତିମୂର୍ତ୍ତିର ଉଚ୍ଚତା ୨୮ ଫୁଟ ରହିଛି । ଏହାର ଓଜନ ୬୫ ମେଟ୍ରିକ ଟନ ଥିବ ବେଳେ ଏହା ଗୋଟିଏ ଗ୍ରାନାଇଟ ପଥରରେ ତିଆରି ହୋଇଛି । ଏଠାରେ ପୂର୍ବରୁ ସୁଭାଷ ବୋଷଙ୍କ ହଲୋଗ୍ରାମ ମୂ୍‌ର୍ତ୍ତି ଲାଗିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri