Posted inଜାତୀୟ

ପୋର୍ଟ ବ୍ଲେୟାର ବିମାନବନ୍ଦରର ନୂତନ ଟର୍ମିନାଲ୍‌ ଭବନର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ପୋର୍ଟ ବ୍ଲେୟାରରେ ବୀର ସାମରକର ଅନ୍ତର୍ଜାତୀୟ ବିମାନ ବନ୍ଦରର ନୂତନ ଟର୍ମିନାଲ ଭବନକୁ ଉଦ୍‌ଘାଟନ କରିଛନ୍ତି। ୭୧୦ କୋଟି ଟଙ୍କା ବ୍ୟୟରେ ଏହି ନୂତନ ଟର୍ମିନାଲ୍‌ ବିଲଡିଂ ନିର୍ମାଣ କରାଯାଇଛି। କୁହାଯାଉଛି ଯେ, ଏହା ୟୁନିୟନ ଅଞ୍ଚଳରେ ସଂଯୋଗକୁ ତ୍ୱରାନ୍ବିତ କରିବ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ପୋର୍ଟ ବ୍ଲେୟାରରେ ପହଞ୍ଚିଛନ୍ତି। ସେ କହିଛନ୍ତି, ଆଜି ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରୁ ୭୧୦ କୋଟି ଟଙ୍କା ବିମାନବନ୍ଦର ଭାରତ ପାଇଁ ଉତ୍ସର୍ଗ କରାଯାଉଛି। ଏହାଦ୍ୱାରା ଦିଲ୍ଲୀ-ଚେନ୍ନାଇ-ବିଶାଖାପାଟନମ ପାଇଁ ସଂଯୋଗ ହେବ ଏବଂ ଆଗାମୀ ଦିନରେ ଅଧିକ ସଂଯୋଗ ବୃଦ୍ଧି ପାଇବ। ଏହା ସହିତ ୪ ଟି ୱାଟର ଡ୍ରୋନ ମଧ୍ୟ ସ୍ଥାପନ କରାଯିବ। ଏହାଦ୍ୱାରା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଅର୍ଥନୈତିକ ବିକାଶ ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ...

ରୋଜ ଭ୍ୟାଲି ପୋଞ୍ଜି ଘୋଟଲାରେ ଫଶିଥିବା ନିବେଶକଙ୍କୁ ମିଳିଲା ଆଶ୍ୱସ୍ତି, ୭୫. ଲକ୍ଷ ଲୋକଙ୍କୁ ସରକାର ଫେରାଇବେ ଟଙ୍କା

ନୂଆଦିଲ୍ଲୀ,୧୨।୪: ରୋଜ ଭ୍ୟାଲି ପୋଞ୍ଜି ଦୁର୍ନୀତିରେ ଠକେଇ ହୋଇଥିବା ଲକ୍ଷ ଲକ୍ଷ ନିବେଶକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସମ୍ପତ୍ତି...

ମୁର୍ଶିଦାବାଦ ହିଂସାରେ ୩ ଜଣଙ୍କ ମୃତ୍ୟୁ, ୧୧୦ ଗିରଫ, ହାଇକୋର୍ଟ ଗଲା ଭାଜପା

କୋଲାକାତା,୧୨।୪: ପଶ୍ଚିମବଙ୍ଗର ଅନେକ ଜିଲାରେ ୱକଫ ଆଇନ ବିରୋଧରେ ହିଂସାତ୍ମକ ପ୍ରତିବାଦ ଦେଖିବାକୁ ମିଳୁଛି। ଶୁକ୍ରବାର ୱକଫ ସଂଶୋଧନ ଆଇନ ବିରୋଧରେ ପ୍ରତିବାଦ ସମୟରେ ମୁସଲିମ...

ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୨।୪: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ ଜର୍ଣ୍ଣାଲ୍ସ ଲିମିଟେଡ (AJL)ର ସଂଲଗ୍ନ ସମ୍ପତ୍ତିକୁ...

ଆପଣଙ୍କ WhatsAppକୁ ଆସୁଛି କି ଅଜଣା ନମ୍ବରରୁ ବ୍ଲର୍‌ ଫଟୋ? ଗୋଟିଏ ଭୁଲ୍‌ ଯୋଗୁ ଖାଲି ହୋଇଯିବ ଆକାଉଣ୍ଟ 

ନୂଆଦିଲ୍ଲୀ,୧୨।୪: ଆଜିକାଲି ହ୍ବାଟ୍ସଆପରେ ଏକ ନୂତନ ଠକେଇ ସାମ୍ନାକୁ ଆସିଛି। ଯାହାକୁ ବ୍ଲର୍‌ ଇମେଜ ସ୍କାମ କୁହାଯାଉଛି। ଲୋକଙ୍କୁ ଠକିବା ପାଇଁ ବହୁତ ଚତୁରତାର ସହିତ...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ ଉପରୁ ଉଠିଲା ପରଦା! କେବେ ଧ୍ୱଂସ ହେବ ବିଶ୍ୱ, ମସିହା ଜାଣିଲେ…

ସୋଫିଆ: ବୁଲଗେରିଆନ ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗା ଭବିଷ୍ୟବାଣୀ କରିଛନ୍ତି ଯେ ୫୦୭୯ ମସିହାରେ ପୃଥିବୀ ଶେଷ ହେବ ବା ବିଶ୍ୱ ଧ୍ୱଂସ ହେବ। ବାବା ତାଙ୍କ...

ରାସ୍ତାରେ ହାତ ଯୋଡ଼ି ଏମିତି ନିବେଦନ କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଶନିବାର ରାଜ ରାସ୍ତାରେ ଜଣେ ସାଧାରଣ ନାଗରିକଙ୍କୁ କିଛି ନିବେଦନ କରୁଥିବାର ଭିଡିଓ ଏବେ ଭାଇରାଲ ହେଉଥିବା ଦେଖାଯାଇଛି।...

ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image