Posted inଜାତୀୟ

ଉତ୍ତରାଖଣ୍ଡରେ ମୋଦି

ଡେରାଡୁନ,୨୧ ।୧୦: ଶୁକ୍ରବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଜୌଲିଗ୍ରାଂଟ ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ରାଜ୍ୟପାଳ ଗୁରମିତ ସିଂ ତାଙ୍କୁ ସ୍ୱାଗତ କରିଛନ୍ତି ।
ସୂଚନାଯୋଗ୍ୟ, ବାବା କେଦାରନାଥଙ୍କ ଭକ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ୬ଷ୍ଠ ଥର ଲାଗି କେଦାରନାଥ ଗସ୍ତ କରିବେ । ସେଠାରେ ସେ ବାବାଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିବେ । ଏହାପରେ ସେ ବଦ୍ରୀନାଥ ଯିବେ । ଏହାସହ ସେ ଉତ୍ତାଖଣ୍ଡରେ ୩୪୦୦ କୋଟି ଟଙ୍କାର କନେକ୍ଟିଭିଟି ପ୍ରୋଜେକ୍ଟ ଉପହାର ଦେବେ । ଏହାସହ କେଦାରନାଥ ରୋପୱେ ପରିଯୋଜନାର ଶିଳାନ୍ୟାସ ବି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୨।୪: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ ଜର୍ଣ୍ଣାଲ୍ସ ଲିମିଟେଡ (AJL)ର ସଂଲଗ୍ନ ସମ୍ପତ୍ତିକୁ...

ଆପଣଙ୍କ WhatsAppକୁ ଆସୁଛି କି ଅଜଣା ନମ୍ବରରୁ ବ୍ଲର୍‌ ଫଟୋ? ଗୋଟିଏ ଭୁଲ୍‌ ଯୋଗୁ ଖାଲି ହୋଇଯିବ ଆକାଉଣ୍ଟ 

ନୂଆଦିଲ୍ଲୀ,୧୨।୪: ଆଜିକାଲି ହ୍ବାଟ୍ସଆପରେ ଏକ ନୂତନ ଠକେଇ ସାମ୍ନାକୁ ଆସିଛି। ଯାହାକୁ ବ୍ଲର୍‌ ଇମେଜ ସ୍କାମ କୁହାଯାଉଛି। ଲୋକଙ୍କୁ ଠକିବା ପାଇଁ ବହୁତ ଚତୁରତାର ସହିତ...

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ ଉପରୁ ଉଠିଲା ପରଦା! କେବେ ଧ୍ୱଂସ ହେବ ବିଶ୍ୱ, ମସିହା ଜାଣିଲେ…

ସୋଫିଆ: ବୁଲଗେରିଆନ ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗା ଭବିଷ୍ୟବାଣୀ କରିଛନ୍ତି ଯେ ୫୦୭୯ ମସିହାରେ ପୃଥିବୀ ଶେଷ ହେବ ବା ବିଶ୍ୱ ଧ୍ୱଂସ ହେବ। ବାବା ତାଙ୍କ...

ରାସ୍ତାରେ ହାତ ଯୋଡ଼ି ଏମିତି ନିବେଦନ କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଶନିବାର ରାଜ ରାସ୍ତାରେ ଜଣେ ସାଧାରଣ ନାଗରିକଙ୍କୁ କିଛି ନିବେଦନ କରୁଥିବାର ଭିଡିଓ ଏବେ ଭାଇରାଲ ହେଉଥିବା ଦେଖାଯାଇଛି।...

ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ...

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି...

ମୁର୍ଶିଦାବାଦ ହିଂସାକୁ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଦଙ୍ଗା କାହିଁକି, ଲାଗୁ ହେବ ନାହିଁ ଓ୍ବକଫ ଆଇନ

କୋଲକାତା,୧୨।୪: ୱକଫ ଆଇନ ବିରୋଧରେ ପଶ୍ଚିମବଙ୍ଗର ଅନେକ ଜିଲାରେ ହିଂସାତ୍ମକ ପ୍ରତିବାଦ କରାଯାଇଥିଲା। ମୁର୍ଶିଦାବାଦ, ହୁଗଲି, ୨୪ ପ୍ରଗଣା ଏବଂ ମାଲଦା ଜିଲାରେ ପୋଲିସ ଗାଡ଼ି...

ଭୂକମ୍ପ ଝଟକାରେ ଥରିଲା ୫ ଦେଶ, ଲୋକେ ଭୟଭୀତ, ବାଦ ପଡିଲାନି ଭାରତ କି ପାକିସ୍ତାନ

ନୂଆଦିଲ୍ଲୀ,୧୨।୪: ବିଶ୍ୱର ପ୍ରାୟ ୫ ଦେଶରେ ଶନିବାର ସକାଳୁ ଦ୍ୱିପ୍ରହର ମଧ୍ୟରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଏହା ରିକ୍ଟର ସ୍କେଲର ୪.୦ରୁ ୬.୫ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image