ଏଇ ମାସରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀ ଯିବେ

ଭୁବନେଶ୍ୱର,୨୦।୨: ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିିଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି ।

ଫେବ୍ରୁଆରୀ ୨୮ ତାରିଖ ପାଖାପାଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପାରନ୍ତି । ପ୍ରଥମେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପରେ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ । ଖୁବ୍‌ଶୀଘ୍ର ଏନେଇ ଚୂଡାନ୍ତ ତାରିଖ ଧାର୍ଯ୍ୟ କରାଯିବ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

କହିରଖୁଛୁ କି, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri