Posted inଜାତୀୟ

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୭.୩୦ ରେ ଦିଲ୍ଲୀର ସାଦବ ଅଟଳ ସ୍ମୃତି ସ୍ଥଳରେ ପହଞ୍ଚିଥିଲେ, ତା’ପରେ ସେଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଅଂଶଗ୍ରହଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ସ୍ମୃତିସ୍ଥଳରେ ଫୁଲ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଲୋକ ସଭା ବାଚସ୍ପତି ଓମ ର୍ବିଲା ଏବଂ ବିଜେପି ସଭାପତି ଜେପି ନଡା ସ୍ମୃତିସ୍ଥାନ ‘ସଦୈବ ଅଟଳ’ରେ ପହଞ୍ଚି ସେମାନଙ୍କୁ ସ୍ମରଣ କରିଥିଲେ। ସୂଚନାଯୋଗ୍ୟ, ଅଗଷ୍ଟ ୧୬, ୨୦୧୮ ରେ ଭାରତ ରତ୍ନ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୯୩ ବର୍ଷ ବୟସରେ ଦେହାନ୍ତ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

କୌଣସି ବାହାର ଦେଶ ଗସ୍ତ କରି ନାହାଁନ୍ତି ପରିବାର, କେମିତି HMPV ସଂକ୍ରମିତ ହେଲେ ୮ ମାସର ଶିଶୁ? ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୬।୧: କର୍ନାଟକରେ ୩ମାସ ଓ ୮ ମାସ ବୟସର ଦୁଇ ଶିଶୁ ହ୍ୟୁମାନ ମେଟାପ୍ନୁମୋଭାଇରସ (HMPV)ର ସଂକ୍ରମଣ ଥିବା ଦେଖିବାକୁ ମିଳିଛି। ଏହି ଜୀବାଣୁ ଚାଇନାରେ...

ବଢିଲାଣି HMPV ସଂକ୍ରମଣ! ଭୟଭୀତ ହୋଇପଡୁଛନ୍ତି ଜନତା, କର୍ନାଟକ ପରେ ଏବେ ଗୁଜରାଟ

ନୂଆଦିଲ୍ଲୀ,୬।୧: ଚାଇନାରେ ବ୍ୟାପିଥିବା ମାନବ ମେଟାପ୍ନୁମୋଭାଇରସ (HMPV) ସଂକ୍ରମଣ ଏବେ ଭାରତରେ ପହଞ୍ଚିଛି। ସୂଚନା ଦେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି...

ପ୍ରଶାନ୍ତ କିଶୋରଙ୍କୁ ପାଟନା ସିଭଲ କୋର୍ଟରୁ ମିଳିଲା ଜାମିନ

ପାଟନା,୬।୧: ବିହାରରେ ବିପିଏସସି ପରୀକ୍ଷାରେ ଅନିୟମିତତା ବିରୋଧରେ ବିରୋଧ କରୁଥିବା ପ୍ରାର୍ଥୀଙ୍କୁ ସମର୍ଥନ କରି ପାଟଣାର ଗାନ୍ଧୀ ମଇଦାନରେ ଆମରଣ ଅନଶନ କରିଥିବା ଜନ ସୁରଜ...

HMPV ନୁହେଁ ଚାଇନାରେ ମାଡିଗଲାଣି ଆଉ ଏକ ଭାଇରସ, ଫୁସଫୁସରେ ହେଉଛି…ଭାରତରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୬।୧: ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ ମାମଲା ରିପୋର୍ଟ ହୋଇଛି। ଏହି ଭାଇରସ ଶ୍ୱାସକ୍ରିୟା ଦ୍ୱାରା ସଂକ୍ରମିତ ହୋଇ ବ୍ୟାପିବାରେ ଲାଗିଛି। ଏଯାଏ ୨ଟି ଶିଶୁ ଆକ୍ରାନ୍ତ...

ଡରାଇଲାଣି HMPV ଭାଇରସ, ୨ଜଣ ସଂକ୍ରମିତ

ନୂଆଦିଲ୍ଲୀ,୬।୧: ଚାଇନାରେ ଏଚଏମପିଭି ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ସେହି ଭାଇରସ ଚାଇଡ଼ାରୁ ବ୍ୟାପୀ ୩ଟି ଦେଶରେ ପ୍ରଭାବ ବିସ୍ତାର ବରିଛି। ଚାଇନାରୁ...

ରାଗିଗଲେ ରାଜ୍ୟପାଳ: ଗୃହ ଛାଡି ପଳାଇଲେ

ଚେନ୍ନାଇ,୬।୧:ବିଧାନସଭା ଅଧିବେଶନରେ ଜାତୀୟ ସଂଗୀତକୁ ଅପମାନିତ ହେବା ଦେଖି ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି କ୍ରୋଧିତ ହୋଇ ବିଧାନସଭା ଅଧିବେଶନକୁ ସମ୍ବୋଧନ ନ କରି ଗୃହରୁ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri