VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି। ଏହି ପୋଷ୍ଟ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଆପଣ ସମସ୍ତଙ୍କ ପରି ମୁଁ ମଧ୍ୟ ନାଚୁଥିବାର ଦେଖି ମୋତେ ଭଲ ଲାଗିଲା। ନିର୍ବାାଚନ ଋତୁରେ ଏପରି ସୃଜନଶୀଳତା ପ୍ରକୃତରେ ଏକ ଆନନ୍ଦଦାୟକ!
ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଶେୟାର ହୋଇଥିବା ଭିଡିଓକୁ କୃଷ୍ଣ ନାମକ ଜଣେ ୟୁଜର୍ସ ପୋଷ୍ଟ କରିଛନ୍ତି। ସେ ଏହା ମଧ୍ୟ ଲେଖିଛନ୍ତି , ମୁଁ ଏହି ଭିଡିଓ ପୋଷ୍ଟ କରୁଛି କାରଣ ମୁଁ ଜାଣେ ଯେ ‘ଡିକଟେଟର’ ମୋତେ ଏଥିପାଇଁ ଗିରଫ କରିବ ନାହିଁ। ନାଚୁଛନ୍ତି
ସୂଚନାଯୋଗ୍ୟ ଯେ, ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଅଭିଯାନ ଚାଲିଛି। ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ପାଇଁ ୯୪ ଲୋକ ସଭା ଆସନରେ ଭୋଟ ଗ୍ରହଣ କରାଯାଉଛି। ଏହାପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୮୮ଟି ଆସନ ଉପରେ ଭୋଟ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ...

ଆଦାନୀଙ୍କୁ ତୁରନ୍ତ ଗିରଫ କର: ରାହୁଲ

ନୂଆଦିଲ୍ଲୀ,୨୨।୧୧: ବିଳିୟନେୟାର ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଜାଲିଆତି ମାମଲାରେ ଆମେରିକାରେ ଗିରଫ ପରଓ୍ବାନା ଜାରି ହେବା ପରେ ଲୋକ ସଭାର ବିରୋଧୀ...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର...

କାହାକୁ କଳାପତାକା ଦେଖାଇବା ବେଆଇନ ନୁହେଁ: ହାଇକୋର୍ଟ

ଥିରୁଭାନନ୍ତପୁରମ୍‌,୨୧ା୧୧:କାହାକୁ କଳାପତାକା ଦେଖାଇବା ବେଆଇନ କାର୍ଯ୍ୟ ନୁହେଁ ଏବଂ ଏହାକୁ ମାନହାନି କୁହାଯାଇପାରିବ ନାହିଁ ବୋଲି କେରଳ ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ...

କାହିଁକି ଭାଜପା-କଂଗ୍ରେସ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ କେଜରିଓ୍ବାଲଙ୍କ ପ୍ରଥମ ଲିଷ୍ଟ?

ନୂଆଦିଲ୍ଲୀ,୨୧।୧୧: ସବୁବେଳେ ନିର୍ବାଚନ ମୋଡରେ ଥିବା ଭାଜପା ଏବଂ ପ୍ରତ୍ୟେକ ନିର୍ବାଚନ ପୂର୍ବରୁ ସକ୍ରିୟ ହେବାକୁ ଥିବା କଂଗ୍ରେସ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡର ନିର୍ବାଚନ ଫଳାଫଳକୁ...

‘ୟାସିନ ମଲିକଙ୍କୁ ଜମ୍ମୁ-କଶ୍ମୀର ନେଲେ ବିଗିଡିଯାଇପାରେ ତାଙ୍କ ସ୍ବାସ୍ଥ୍ୟ’,ସୁପ୍ରିମକୋର୍ଟରେ ସିବିଆଇର ଦଲିଲ

ନୂଆଦିଲ୍ଲୀ,୨୧।୧୧: ଗୁରୁବାର ଅର୍ଥାତ୍‌ ୨୧ ନଭେମ୍ବରରେ ଜମ୍ମୁ କୋର୍ଟରେ ୟାସିନ ମଲିକ ହାଜର ହେବା ନିଷ୍ପତ୍ତି ବିରୋଧରେ ସିବିଆଇର ଚ୍ୟାଲେଞ୍ଜକୁ ନେଇ ସୁପ୍ରିମକୋର୍ଟରେ ଏକ ଶୁଣାଣି...

ବଦଳିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅଫିସ୍‌ ଆସିବା ସମୟ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ହେତୁ କେନ୍ଦ୍ର ସରକାର ଏହାର କର୍ମଚାରୀଙ୍କ ପାଇଁ ଭିନ୍ନ-ଭିନ୍ନ କାର୍ଯ୍ୟ ସମୟ ଘୋଷଣା କରିଛନ୍ତି। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଦ୍ୱାରା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri