ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ଫୋନରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଢାକା,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଖ ହସିନାଙ୍କୁ ସାଧାରଣ ନିର୍ବାଚନରେ ତାଙ୍କ ଦଳର ବୃହତ୍‌ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏହା ମଧ୍ୟ କୁହାଯାଇଛି ଯେ ଲୋକଙ୍କ କଲ୍ୟାଣକୁ ଆଧାର କରି ବାଂଲାଦେଶ ସହ ସ୍ଥାୟୀ ସହଭାଗିତାକୁ ମଜବୁତ କରିବାକୁ ଭାରତ ପ୍ରତିବଦ୍ଧ। ବିଜୟ ପରେ ପ୍ରଧାନମନ୍ତ୍ରୀ ଶେଖ ହସିନା ମଧ୍ୟ ଭାରତକୁ ଏକ ଅବିଚ୍ଛେଦ୍ୟ ବନ୍ଧୁ ବୋଲି କହିଥିଲେ।

ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି, ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ କଥା ହୋଇଛି ଏବଂ ନିର୍ବାଚନରେ ଐତିହାସିକ ବିଜୟ ପାଇଁ ମୁଁ ବାଂଲାଦେଶବାସୀଙ୍କୁ ମଧ୍ୟ ଅଭିନନ୍ଦନ ଜଣାଉଛି। ବାଂଲାଦେଶ ସହିତ ଆମର ସ୍ଥାୟୀ ଏବଂ ଜନକେନ୍ଦ୍ରିକ ଭାଗିଦାରୀକୁ ଆହୁରି ମଜବୁତ କରିବାକୁ ଆମେ ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ସହ ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରିବ ବାଂଲାଦେଶ

ଢାକା,୨୪ା୧୧: ଆଦାନୀ ଗ୍ରୁପ୍‌ ସହ ବାଂଲାଦେଶ ସରକାର ପୂର୍ବରୁ କରିଥିବା ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସମୟରେ ୨୦୦୯ରୁ ୨୦୨୪...

ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍‌ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ...

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ...

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ...

ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ...

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ...

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri