Posted inଜାତୀୟ

ଆକାଶ ମାର୍ଗରୁ ୱାୟନାଡର ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି

ୱାୟନାଡ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳରେ ପହଞ୍ଚି ଆକାଶମାର୍ଗରୁ ୱାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ଭୂସ୍ଖଳନର ଉତ୍ପତିସ୍ଥଳ ଦେଖିବା ସହ ୱାୟନାଡର ସ୍ଥିତି ପରଖିଛନ୍ତି। ଯେଉଁ ଇରୁଭାଝିଞ୍ଜି ପୂଝା ନଦୀରେ ଅଧିକ ପାଣି ଆସିବାରୁ ଭୂସ୍ଖଳନ ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ ଏକ ସ୍ବତନ୍ତ୍ର ବିମାନରେ ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ତାଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ଏବଂ ପର୍ଯ୍ୟଟନ ମନ୍ତ୍ରୀ ସୁରେଶ ଗୋପୀ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି।...

ଶିକ୍ଷାମନ୍ତ୍ରୀଙ୍କୁ ‘ପଲଟୁରାମ’ କହି ଫସିଲେ କର୍ମଚାରୀ: ସରକାର ନେଲେ ଏଭଳି କାର୍ଯ୍ୟାନୁଷ୍ଠାନ

ଜୟପୁର,୨୧।୯: ରାଜସ୍ଥାନର ଯୋଧପୁରରେ ଶିକ୍ଷା ମନ୍ତ୍ରୀ ମଦନ ଦିଲୱାରଙ୍କ ପୋଷ୍ଟରକୁ ନେଇ ବିବାଦ ପରେ ରାଜ୍ୟ ସରକାର ଏହି ପ୍ରସଙ୍ଗରେ ଶିକ୍ଷା ବିଭାଗର କର୍ମଚାରୀ ନେତା...

ନଭେମ୍ବର-ଡିସେମ୍ବରରେ ୩୫ ଲକ୍ଷ ଯୋଡ଼ି କରିବେ ବିବାହ: ଖର୍ଚ୍ଚ ହେବ ୪.୨୫ ଲକ୍ଷ କୋଟି

ନୂଆଦିଲ୍ଲୀ,୨୧।୯:ଆସନ୍ତା ନଭେମ୍ବର ଓ ଡିସେମ୍ବରରେ ଭାରତରେ ପ୍ରାୟ ୩୫ ଲକ୍ଷ ଯୋଡ଼ି ବିବାହ କରିବେ। ଏଥିପାଇଁ ୪.୨୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି...

କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଭାଜପା ସହଯୋଗୀକୁ ଲାଗିଲା ବଡ଼ ଝଟ୍‌କା

ବେଙ୍ଗାଲୁରୁ,୨୧।୯: କର୍ନାଟକରେ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ)କୁ ଏକ ବଡ଼ ଝଟ୍‌କା ଲାଗିଛି। ଚାନ୍ନାପାଟନା ସିଟି ମ୍ୟୁନିସିପାଲିଟି କାଉନସିଲରେ ୧୬ଜଣ ଜେଡିଏସ କାଉନସିଲରଙ୍କ ମଧ୍ୟରୁ ୧୩ଜଣ...

ବଦଳିଗଲେ ମାଳଦ୍ୱୀପ ରାଷ୍ଟ୍ରପତି: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ୍‌’, ଆଉ ଏବେ ‘ଥ୍ୟାଙ୍କ୍‌ ୟୁ’

ନୂଆଦିଲ୍ଲୀ/ମାଲେ: ଆଜିକାଲି ମାଳଦ୍ୱୀପ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ପ୍ରଦାନ କରି ମାଳଦ୍ୱୀପକୁ ପୁଣିଥରେ ଏକ ବର୍ଷ ପାଇଁ...

ଭାରତରେ ହେବାକୁ ଥିଲା କ୍ୱାଡ୍‌ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍‌ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri