ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଙ୍ଗ୍‌ ସମୟରେ ଦକ୍ଷିଣ ଆଫ୍ରିକାରୁ ଭର୍ଚୁଆଲ ମାଧ୍ୟମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ସମଗ୍ର ଦେଶରେ ଚନ୍ଦ୍ରୟାନର ସଫ୍ଟ ଲ୍ୟାଣ୍ଡିଙ୍ଗ୍‌ ପାଇଁ ପ୍ରାର୍ଥନା କରାଯାଉଛି। ଏଥି ସହିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ହେବେ। ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି, କିନ୍ତୁ ସେଠାରୁ ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।

ସରକାରୀ ସୂତ୍ରରୁ ପ୍ରକାଶ ଯେ, ଚନ୍ଦ୍ରୟାନ ଅବତରଣ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଇସ୍ରୋ ସହିତ ସଂଯୋଗ କରିବେ।ଇସ୍ରୋ ତୃତୀୟ ଚନ୍ଦ୍ର ମିଶନ, ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟା ପ୍ରାୟ ୬.୪ ସମୟରେ ଚନ୍ଦ୍ରର ଦକ୍ଷିଣ ପୋଲରେ ଅବତରଣ କରିବାର କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri