Posted inଜାତୀୟ

ନିଜ ଜମି ଦାନ କରିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହାକୁ ଦେଲେ

ନୂଆଦିଲ୍ଲୀ,୧୧୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ରାଜଧାନୀ ଗାନ୍ଧୀନଗରସ୍ଥିତ ତାଙ୍କ ପ୍ଲଟକୁ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ପାଇଁ ଦାନ କରିଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟ ପ୍ରତି ତାଙ୍କର ସମ୍ମାନ ଏବଂ ପ୍ରତିବଦ୍ଧତା ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦି ଏହି ଜମି ଦାନ କରିଛନ୍ତି। ଏହି ଜମି ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପାର ଦିବଙ୍ଗତ ନେତା ଅରୁଣ ଜେଟଲୀଙ୍କୁ ଦିଆଯାଇଥିଲା। ତେବେ ସଂଗୀତ ପରମ୍ପରାକୁ ପ୍ରୋତ୍ସାହିତ ତଥା ସଂରକ୍ଷଣ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏହାକୁ ଦାନ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦାନ କରାଯାଇଥିବା ଜମି ଗାନ୍ଧୀନଗରର ସେକ୍ଟର -୧ରେ ଅବସ୍ଥିତ। ବର୍ତ୍ତମାନ ଏଠାରେ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ହେବ। ଏହି ଜମି ମୂଳତଃ ସରକାରଙ୍କ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ନେତା ଅରୁଣ ଜେଟଲୀଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ବର୍ତ୍ତମାନ ଏହାକୁ ମାନମନ୍ଦର ଫାଉଣ୍ଡେସନକୁ ହସ୍ତାନ୍ତର କରାଯାଇଛି ଯାହାକି ନାଦବ୍ରହ୍ମା ପ୍ରତିଷ୍ଠାନ ପ୍ରତିଷ୍ଠା ଦାୟିତ୍ୱ ତୁଲାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri