Categories: ଜାତୀୟ

ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଗୁଜରାଟର ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ରଭାଇ ପଟେଲ, କେନ୍ଦ୍ର ନାଗରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ବହୁ ବରିଷ୍ଠ ଭାଜପା ନେତା ତାଙ୍କ ସହ ଉପସ୍ଥିତ ଥିଲେ।

Share