ଏହି ପାକିସ୍ତାନୀ ମହିଳା ୨୬ ବର୍ଷ ଧରି ମୋଦିଙ୍କ ହାତରେ ବାନ୍ଧି ଆସୁଛନ୍ତି ରାଖୀ, ଏଥର ବି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୀର୍ଘ ୨୬ ବର୍ଷ ଧରି ଜଣେ ପାକିସ୍ତାନୀ ମହିଳା ରାଖୀ ବାନ୍ଧି ଆସୁଛନ୍ତି। ତାଙ୍କ ନାମ କମର ଜହାଁ। ସେ ମୋଦିଙ୍କ ପାଇଁ ବହୁତ ସୁନ୍ଦର ରାଖୀ ନିଜ ହାତରେ ପ୍ରସ୍ତୁତ କରିଥାନ୍ତି। ରାଖୀ ସହିତ ଭଉଣୀ-ଭାଇଙ୍କ ପ୍ରେମ ଭରା ବାର୍ତ୍ତା ବି ଲେଖନ୍ତି। ଦୁହିଁଙ୍କ ମଧ୍ୟରେ ୨୬ ବର୍ଷର ସମ୍ପର୍କ। ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ବି ଏହି ସମ୍ପର୍କ ଅତୁଟ ରହିଛି।

କମର କୁହନ୍ତି, ତାଙ୍କର ଏହି ସମ୍ପର୍କ ଦୀର୍ଘ ୨୬ ବର୍ଷର ପୁରୁଣା। ମୋଦି ସେତେବେଳେ ଭାଜପାର ଜେନେରାଲ ସେକ୍ରେଟାରୀ ଥିଲେ, ସେହି ସମୟରୁ କମର ତାଙ୍କ ହାତରେ ରାଖୀ ବାନ୍ଧି ଆସୁଛନ୍ତି।

ସେଥିପାଇଁ କମରଙ୍କୁ ମୋଦିଙ୍କ ପାକିସ୍ତାନୀ ଭଉଣୀ କୁହାଯାଏ। କାରଣ ତାଙ୍କ ଜନ୍ମ ପାକିସ୍ତାନରେ ହୋଇଥିଲା। କିନ୍ତୁ ତାଙ୍କ ବିବାହ ଭାରତୀୟ ପେଣ୍ଟର ମୋହସିନ୍‌ ଶେଖଙ୍କ ସହିତ ହୋଇଥିଲା। ଗତବର୍ଷ ମୋଦି କରୋନା ମହମାରୀ ଯୋଗୁ ରାଖୀ ବାନ୍ଧିପାରି ନ ଥିଲେ। ତେଣୁ କମର ଡାକରେ ମୋଦିଙ୍କ ନିକଟକୁ ରାଖି ପଠାଇଥିଲେ।

କମରଙ୍କ ସ୍ବାମୀ ମୋହସିନ୍‌ ଏବଂ ମୋଦି ଦୁହେଁ ଦୁହିଁଙ୍କର ଭଲ ସାଙ୍ଗ। କମର କୁହନ୍ତି, ପ୍ରଥମେ ତାଙ୍କ ସହ ଦିଲ୍ଲୀରେ ସାକ୍ଷାତ ହୋଇଥିଲା। ସେତେବେଳେ ସେ ତାଙ୍କୁ ଭଉଣୀ କହି ସମ୍ବୋଧନ କରିଥିଲେ। ମୋର କେହି ଭାଇ ନାହାନ୍ତି। ସେତେବେଳେ ରାଖୀ ପୂର୍ଣ୍ଣିମା ପଡ଼ିଥିଲା। ମୋଦି ଭାଇଙ୍କୁ ରାଖୀ ବାନ୍ଧିବାକୁ ମୋର ଇଚ୍ଛା ହେଲା । ସେହିଦିନଠାରୁ ମୋଦିଙ୍କ ହାତରେ ରାଖୀ ବାନ୍ଧି ଆସୁଛନ୍ତି କମର। ଏଥର ସେ କହିଛନ୍ତି, ମୁଁ ଏବର୍ଷ ଯେମିତି ହେଲେ ମୋଦି ଭାଇଙ୍କୁ ରାଖୀ ବାନ୍ଧିବାକୁ ଯିବି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri