Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୫।୩ – ଦେଶର ବିଭିନ୍ନ ରାଜ୍ୟରେ ଦେଖାଦେଇଛି କରୋନାର ଦ୍ୱିତୀୟ ଲହରି। ଏହାକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟରେ ନିଆଯାଉଛି ବ୍ୟାପକ ପଦକ୍ଷେପ। ସଂକ୍ରମଣ ବୃଦ୍ଧି ପାଉଥିବାରୁ ସମସ୍ତ ରାଜ୍ୟର ସ୍ଥିତି ସମ୍ମୀକ୍ଷା କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ବୁଧବାର ହେବ ଏହି ଭର୍ଚୁଆଲ ବୈଠକ।

ବୈଠକରେ ପ୍ରଧାନମନ୍ତ୍ରୀ ଦେଶରେ ଚାଲିଥିବା ଟିକାକରଣ ସମ୍ପର୍କରେ ଆଲୋଚନା କରିବେ । ପ୍ରତିଦିନ ସଂକ୍ରମଣ ହାର ବୃଦ୍ଧି ପାଉଥିବା ବେଳେ ତାଳ ଦେଇ ବଢ଼ୁଛି ମୃତ୍ୟୁ ସଂଖ୍ୟା। କେଉଁ ରାଜ୍ୟରେ କରୋନାର ସ୍ଥିତି କେଉଁ ଭଳି, ତାହା ପଚାରି ବୁଝିବେ। ତେବେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ପରେ ଦେଶରେ କେଉଁ କଟକଣାର ଆବଶ୍ୟକତା ଅଛି, ତାହା ଜଣାପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହନଙ୍କୁ କଡ଼ା ଟାର୍ଗେଟ୍‌ କଲେ ପ୍ରସନ୍ନ ଆଚାର୍ଯ୍ୟ, କହିଲେ ଚିଟ୍‌ଫଣ୍ଡ୍‌ କଥା ବିଚାର କରୁକରୁ ସରକାରଙ୍କ…

ଭୁବନେଶ୍ୱର,୨୫ା୧୨: ଚିଟ୍‌ଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ଦେଇଥିବା ମନ୍ତବ୍ୟ ଉପରେ ମନମୋହନଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ପୂର୍ବ ସରକାର...

ଜବରଦଖଲରେ ୩୦ ହଜାର ଏକର ଜଙ୍ଗଲ ଜମି

ପଟ୍ଟାମୁଣ୍ଡାଇ,୨୫ା୧୨(କଳ୍ପତରୁ ନାୟକ): ୨୦୦୯ର ସରକାରୀ ତଥ୍ୟ ଅନୁଯାୟୀ ୨୦୧୫ରେ ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଜିଲାରେ ୧,୬୪୯ ବାଂଲାଦେଶୀ...

ଆହୁରି ୨୪ ଘଣ୍ଟା ଜାରି ରହିବ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫।୧୨: ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା। ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା...

ଇସ୍ତଫା ନା ହଟାଯାଇଛି! ରଘୁବରଙ୍କ ଇସ୍ତଫାର ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୫।୧୨: ଦେଶରେ ରାଜ୍ୟପାଳଙ୍କ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୋଟିଏ ପଟେ ରାଷ୍ଟ୍ରପତି ମୁର୍ମୁ ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ...

ଭିଡିଓ କଲ୍‌ କରି ଡାକ୍ତରଖାନା ଫ୍ୟାନ୍‌ରେ ଝୁଲିପଡ଼ିଲେ କର୍ମଚାରୀ, ଖିଅ ଖୋଜୁଛି ପୋଲିସ

ଦେବଗଡ଼,୨୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଜଣେ ଯୁବକ ସ୍ବାସ୍ଥ୍ୟକେନ୍ଦ୍ରର ଏକ କଠୋରି ଭିତରେ ଲାଗିଥିବା ପଙ୍ଖାରେ...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri