ରାଜ୍ୟପାଳଙ୍କ କରକମଳରେ କବିତା ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ରାଜଭବନରେ କବୟିତ୍ରୀ ସୁଶ୍ରୀ ହରପ୍ରିୟା ସାହୁଙ୍କ କବିତା ସଂକଳନ ‘ଶିଶୁ କବିତା ସମଗ୍ର’ ଏବଂ ୭ଟି କବିତା ପୁସ୍ତକର ଏକତ୍ରିତ ରୂପ ‘ସପ୍ତବର୍ଣ୍ଣା’ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ କରକମଳରେ ଗୁରୁବାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କବୟିତ୍ରୀ ସୁଶ୍ରୀ ହରପ୍ରିୟା ସାହୁ , ବରିଷ୍ଠ କବି ସମ୍ପାଦକ ଭିକାରୀ ଧଳ,ବରିଷ୍ଠ କବି ରକ୍ଷକ ନାୟକ ଏବଂ ପ୍ରକାଶକ ମାନମୟୀ ରଥ ଉପସ୍ଥିତ ଥିଲେ। ଏକକାଳୀନ ଏତେ ସଂଖ୍ୟକ ପୁସ୍ତକ କିଭଳି ରଚନା କରିପାରିଛନ୍ତି ବୋଲି ରାଜ୍ୟପାଳ ଆନନ୍ଦ ପ୍ରକାଶ କରିଥିଲେ। ଏକ ନିଆରା ତଥା ଭିନ୍ନ ପରିବେଶରେ ଏଭଳି ଉନ୍ମୋଚନ ଉତ୍ସବରେ ନିଜ ବହିଟିକୁ ଉନ୍ମୋଚିତ ହେବାର ଦେଖି କବି ଆନନ୍ଦ ହେବା ସହ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Milk Production Odisha: ଦୁଗ୍ଧ ଉତ୍ପାଦନ: ରାଜ୍ୟରେ ବଢ଼ିଛି, ୧୩ ଜିଲାରେ କମିଛି

ଦେଶର ଅର୍ଥନୀତି ସୁଦୃଢ଼ କରିବାରେ ପ୍ରାଣିସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଗ୍ରାମାଞ୍ଚଳର ଅନେକ ପରିବାର ଦୁଗ୍ଧ ଉତ୍ପାଦନ କରି ଗୁଜରାଣ ମେଣ୍ଟାଉଛନ୍ତି। ଏହି କ୍ରମରେ ଭାରତ...

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୧୬.୪: କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଲକ୍ଷପତି ଦିଦି ଯୋଜନା ଅଧୀନରେ ଓଡ଼ିଶା ଭାରତରେ ଶୀର୍ଷ ସ୍ଥାନ ହାସଲ କରିଛି। ଯାହା ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ...

ଓଡ଼ିଶାରେ ଗ୍ରୀନ୍ ଏନର୍ଜି ପାଇଁ ₹୪,୫୦୦ କୋଟି ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୩,୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬.୪: ଆପୋଲୋ ଗ୍ରୀନ୍ ଏନର୍ଜି ଲିମିଟେଡ୍ ସବୁଜ ଶକ୍ତି ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶାରେ ₹୪,୫୦୦ କୋଟି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ଓଡ଼ିଶାର...

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ...

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି...

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ...

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image