Posted inଜାତୀୟ

ବିଷାକ୍ତ ଲୋକ, ବିଷ ବିସ୍ତାର ଜାରି ରଖିବେ: କେନ୍ଦ୍ରମନ୍ତ୍ରୀଙ୍କ ଉପରେ ରାଗିଗଲେ କେରଳ ମୁଖ୍ୟମନ୍ତ୍ରୀ

କୋଚି,୩୦।୧୦: କେରଳର କନ୍‌ଭେନଶନ୍‌ ସେଣ୍ଟରରେ ହୋଇଥିବା ବିସ୍ଫୋରଣ ସମ୍ପର୍କରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍‌ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଉପରେ ଟାର୍ଗେଟ୍‌ କରିଛନ୍ତି। ରାଜୀବ ଚନ୍ଦ୍ରଶେଖର କହିଥିଲେ, ହମାସ ଆତଙ୍କବାଦୀମାନେ କେରଳରେ ବିସ୍ଫୋରଣ କରୁଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ଏଠାରେ ଦିଲ୍ଲୀରେ ବସି ଇସ୍ରାଏଲ-ହମାସ ଯୁଦ୍ଧକୁ ବିରୋଧ କରୁଛନ୍ତି। ଏହା ଉପରେ କେରଳ ମୁଖ୍ୟମନ୍ତ୍ରୀ କଡ଼ା ଜବାବ ଦେଇଛନ୍ତି। ଯେଉଁମାନେ ବିଷାକ୍ତ ଲୋକ, ବିଷ ବିସ୍ତାର ଜାରି ରଖିବେ ବୋଲି କହିଛନ୍ତି।
କେରଳର କୋଚି ସହରରେ ରବିବାର କନ୍‌ଭେନଶନ୍‌ ସେଣ୍ଟରରେ ଚାଲିଥିବା ପ୍ରାର୍ଥନା ସଭାରେ ଏକ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୧୨ ବର୍ଷର ବାଳିକା ସମେତ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। କନ୍‌ଭେନଶନ୍‌ ସେଣ୍ଟରରେ ଗୋଟିଏ ପରେ ଗୋଟିଏ ଅନେକ ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର...

କିଏ ସେହି ବିଜୟା କିଶୋର ରାହାଟକର? ହେଲେ ରାଷ୍ଟ୍ରୀୟ ମହିଳା ଆୟୋଗର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୧୦: କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର...

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ...

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri