ବିକୁଥିଲେ ନକଲି ସିମ୍‌: ଧରିଲା ପୋଲିସ

ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍‌ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ପାଟଣା ଥାନା ସାହାରପଡ଼ା ପ୍ରଧାନ ସାହି ଅଞ୍ଚଳର ଧୀରଜ ମହାନ୍ତ ଓ କପୁଣ୍ଡି ଗ୍ରାମର ଲଳିତ ମହାନ୍ତ।

ମିଳିଥିବା ସୂଚନା ମୁତାବକ, ଗତ ୩ ଦିନ ହେବ ସାଇବର ପୋଲିସ ପାଟଣା ଅଞ୍ଚଳରେ ନକଲି ସିମ୍‌ ବିକ୍ରି ଅଭିଯୋଗରେ ତନାଘନା କରୁଛି। ଅଭିଯୋଗ ଆଧାରରେ ୪ ଜଣରୁ ଊଦ୍ଧର୍‌ବ ଯୁବକଙ୍କୁ ନେଇ ପଚରାଉଚରା କରୁଥିଲା। ଗୁରବାର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରତିଶ ମହାପାତ୍ର କହିଛନ୍ତି, ଉକ୍ତ ଏଜେଣ୍ଟ ଜଣକ ରାଜ୍ୟ ଓ ରାଜ୍ୟ ବାହାରେ ଶତାଧିକ ନକଲି ସିମ୍‌ ବିକ୍ରି କରିଛନ୍ତି। ସେହି ସବୁ ସିମ୍‌ ବ୍ୟବହାର କରି ଆପରାଧିକ କାର୍ଯ୍ୟ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାରେ ହାଣି ଦେଇଗଲେ…

ଜୟପୁର,୩୧ା୩(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ସଦର ଥାନା ଅଞ୍ଚଳରେ ଜଣଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଫାମ୍ପୁଣିର ପଦ୍ମନ ହରିଜନ। ମିଳିଥିବା ସୂଚନା...

ପିଲାଙ୍କୁ ମିଳିବ ପୁଷ୍ଟିକର ଲଡ଼ୁ: ମାଲାମାଲ୍‌ ହେବେ କ୍ଷୁଦ୍ର ବ୍ୟବସାୟୀ

ଦାରିଙ୍ଗବାଡି, ୩୧।୩ (ଅରୁଣ ସାହୁ):ଏଣିକି ଛାତ୍ରୀଛାତ୍ରଙ୍କୁ ମିଳିବ ପୃଷ୍ଟିକର ଖାଦ୍ୟ। ସେଥିରେ ସାମିଲ ହେବ ସୁସ୍ବାଦ ପୁଷ୍ଟିକର ଲଡ଼ୁ। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ...

ମାମୁଁ ଘରକୁ ବୁଳିବାକୁ ଆସିଥିଲେ: ପୋଖରୀରେ ବୁଡି ଗଲା ଜୀବନ

ବାଲେଶ୍ବର,୩୧।୩: ବାଲେଶ୍ବର ଜିଲା ବ୍ରହ୍ମପୁର ଥାନା ଭୋଗଦିଆ ଗାଁରେ ସୋମବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ...

ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର...

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଉଚ୍ଚତର ଶିକ୍ଷା ପାଇଁ ଉତ୍ସାହିତ କଲେ ଅତିଥି: ଛାତ୍ରୀଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ଏବଂ ଉଦ୍ଭିଦ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବିଦାୟ...

୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image