ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।

ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି, ଗତ ନିର୍ବାଚନ ସମୟରେ ଜଣେ କେନ୍ଦ୍ରମନ୍ତ୍ରୀ ଆସିଥିଲେ, ବହୁତ ବଡ ବଡ କଥା କହିଥିଲେ । ଗତ ନିର୍ବାଚନରେ ଆପଣଙ୍କ ଆଶୀର୍ବାଦରେ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିଲେ । କିନ୍ତୁ ୫ ବର୍ଷରେ କଣ କରିଛନ୍ତି ଟିକେ ଚିନ୍ତା କରନ୍ତୁ । ୫ ବର୍ଷ ନେଲେ, କିନ୍ତୁ କିଛି କାମ କଲେନି । ଏବେ ପୁଣି ଭୋଟ ମାଗିବାକୁ ଆସିଲେ ପଚାରିବେ ୫ ବର୍ଷ କେଉଁଠି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri