ନିର୍ବାଚନ ପରେ ଆକ୍ସନ ମୋଡ୍‌ରେ ସରକାର, ପୋଲିସ୍‌ର ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୫ା୬: ଉତ୍ତର ପ୍ରଦେଶର ଜୈନପୁରରେ ପୋଲିସ ଠିକ୍‌ ନିର୍ବାଚନ ଫଳ ପ୍ରକାଶ ପାଇବାର ପରଦିନ ଆକ୍ସନ ମୋଡ୍‌କୁ ଆସିଛି। ମୋଷ୍ଟ୍‌ ୱାଣ୍ଟେଡ୍‌ ଅପରାଧୀ ପ୍ରଶାନ୍ତ ସିଂକୁ ଏନ୍‌କାଉଣ୍ଟର କରିଛି। ମଙ୍ଗଳବାର ବିଳମ଼୍ବିତ ରାତିରେ ପୋଲିସ୍‌ ଏବଂ ଅପରାଧୀ ପ୍ରଶାନ୍ତ ଓରଫ୍‌ ପ୍ରିନ୍ସ ମଧ୍ୟରେ ଗୁଳି ଚାଳନା ହୋଇଥିଲା । ଏଥିରେ ପ୍ରଶାନ୍ତର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରଶାନ୍ତ ନାମରେ ହତ୍ୟା ଏବଂ ଡକାୟତି ଭଳି ୪୦ରୁ ଅଧିକ ମମାଲା ରହିଛି। ସେ ଲମ଼୍ବା ସମୟ ଧରି ଫେରାର ରହିଥିଲା । ଏନ୍‌କାଉଣ୍ଟର ପରେ ପୋଲିସ ତା ନିଟକରୁ ଏକ ବାଇକ୍‌ ଜବତ କରିଛି।
ୟୁପିରେ ଲୋକସଭା ନିର୍ବାଚନ ସରୁସରୁ ଅପରାଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି। ଯୋଗୀ ସରକାର ଲଗାତାର ଅପରାଧୀଙ୍କ ବିରୋଧରେ କଡ଼ା ଆକ୍ସନ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri