ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ ଭୁବନେଶ୍ୱର ରିଜର୍ଭ ପୋଲିସ ପଡିଆରେ ଶତାଧିକ ପୋଲିସ ମେଳି ବାନ୍ଧିଥିଲେ। କନ୍‌ଷ୍ଟେବଲଠୁ ଆରମ୍ଭ କରି, ଇନ୍ସପେକ୍ଟର ଓ ଏସିପିମାନେ ପଡିଆରେ ଏକାଠି ହୋଇ ନୀରବ ପ୍ରତିବାଦ କରିଥିଲେ।

ତେବେ ଡ୍ୟୁଟି ସମୟରେ ମେଳି ବାନ୍ଧିଥିବା ଏହି ଅଫିସରମାନେ ଅଡୁଆରେ ପଡିଛନ୍ତି। ଏନେଇ ଭୁବନେଶ୍ୱର ରିଜର୍ଭ ଇନ୍‌ସ୍ପେକ୍ଟର ଭୁବନେଶ୍ୱରର ସମସ୍ତ ଥାନା ଆଇଆଇସିଙ୍କୁ ଚିଠି ଲେଖିଛନ୍ତି। ୨୧ ତାରିଖ ଅପରାହ୍ନ ୪ଟାରୁ ୬ଟା ମଧ୍ୟରେ ଥାନାରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀଙ୍କ ତାଲିକା ମଗାଯାଇଛି। ଏଥିସହ ସେହି ସମୟରେ ଥାନାର ଡିସିଓ, ଏମ୍‌ରଜେନ୍ସି, ସେଣ୍ଟ୍ରିମାନଙ୍କ ତାଲିକା ଦେବାକୁ କୁହାଯାଇଛି। ସୋମବାର ଦିନ ୨ଟା ସୁଦ୍ଧା କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଚିଠିର ଉତ୍ତର ଦେବାକୁ ନିର୍ଦ୍ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଅନ୍ଧାରରେ ପଞ୍ଚପାଇକ ପୀଠ

ଖୋର୍ଦ୍ଧା,୨୪ା୯(ପ୍ରଭାତ ପାଣିଗ୍ରାହୀ): ବୀରତ୍ୱର ମାଟି ଖୋର୍ଦ୍ଧା। ବିଟ୍ରିଶ ବିରୋଧରେ ପ୍ରଥମ ଆନ୍ଦୋଳନର ସ୍ବର ଏଠାରୁ ଉଠିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଭାରତର ବିଭିନ୍ନ କୋଣ ଅନୁକୋଣକୁ ବ୍ୟାପିଥିଲା।...

ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!

କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ...

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର...

ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା

ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ...

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା...

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ)...

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri