Posted inଜାତୀୟ

ଦିଲ୍ଲୀକୁ ଫେରିଲା ପୁଣି କଟକଣା

ନୂଆଦିଲ୍ଲୀ,୧୪।୧: ରାଜଧାନୀ ଦିଲ୍ଲୀରେ ବାୟୁର ମାନ ନିକୃଷ୍ଟତର ହେବା ପରେ ପୁଣି ଥରେ କଟକଣା ଲାଗୁ କରିବାକୁ କେନ୍ଦ୍ର ସରକାର ରବିବାର ନିର୍ଦ୍ଦେଶ ଦେଇଛନ୍ତି। ଜରୁରୀ ନ ଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବା ଏବଂ ବିଏସ୍‌-୩ ପେଟ୍ରୋଲ ଓ ବିଏସ୍‌-୪ ଡିଜେଲ୍‌ ଚାରି ଚକିଆ ଯାନ ଚଳାଚଳ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।

ସକାଳ ୧୦ଟାରୁ ୧୧ଟା ମଧ୍ୟରେ ଦିଲ୍ଲୀର ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ଯଥାକ୍ରମେ ୪୫୮ ଏବଂ ୪୫୭ ରହିଥିଲା ବୋଲି ବାୟୁମାନ ପରିଚାଳନା ଆୟୋଗ ରିପୋର୍ଟ ଦେଇଛି। ପ୍ରତିକୂଳ ଜଳବାୟୁ ଏବଂ ସ୍ଥାନୀୟ ପ୍ରଦୂଷଣ ଉତ୍ସ ପାଇଁ ବାୟୁର ମାନ ଅଧିକ ଖରାପ ହେଉଛି। ଏହାକୁ ତୁରନ୍ତ ରୋକା ନ ଗଲେ ସ୍ଥିତି ଶୋଚନୀୟ ହୋଇପଡ଼ିବ। ଏନେଇ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ତୃତୀୟ ପର୍ଯ୍ୟାୟ କଟକଣା ଲଗାଇବାକୁ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image