Posted inଫୁରସତ

କ୍ୟାନ୍‌ସର ପୀଡ଼ିତଙ୍କୁ ଲୋଡ଼ା ସକାରାତ୍ମକ ସହଯୋଗ

ଆଜି ସାରା ବିଶ୍ୱରେ ରୋଜ ଡେ’ ପାଳନ କରାଯାଉଛି। କ୍ୟାନସରରେ ପୀଡିତ ଲୋକଙ୍କ ଜୀବନରେ ସୁଖ ଆଣିବା ଏବଂ ଜୀବନର ମହତ୍ତ୍ୱ ବୁଝାଇବା ପାଇଁ ପ୍ରତିବର୍ଷ ୨୨ ସେପ୍ଟେମ୍ବରରେ ଏହି ଦିବସ ଭାବେ ପାଳନ କରାଯାଏ। କ୍ୟାନସର ପୀଡିତଙ୍କ ମନରେ ସକାରାତ୍ମକ ଭାବନାର ଉଦ୍ରେକ କରିବା ଏହି ଦିବସ ପାଳନର ଲକ୍ଷ୍ୟ। ଶାରୀରିକ ପ୍ରଭାବ ବ୍ୟତୀତ କ୍ୟାନସରକୁ ନେଇ ଚାପ, ମାନସିକ ପ୍ରଭାବ ଯନ୍ତ୍ରଣା ସୃଷ୍ଟି କରେ। ଏହି ରୋଗର ମୁକାବିଲା କରିବାବେଳେ ପୀଡିତମାନେ ହତାଶ ହୋଇପଡିଥା’ନ୍ତି। ତେଣୁ ଏଭଳି ସମୟରେ ସେମାନେ ଦୃଢ଼ ମନୋବଳ ତଥା ସକାରାତ୍ମକ ସହଯୋଗ ଆବଶ୍ୟକ କରନ୍ତି। ସେମାନଙ୍କୁ ମାନସିକ ଭାବରେ ସମର୍ଥନ ସହ ଭରସା ସୃଷ୍ଟି କରିବା ପାଇଁ ‘ଓ୍ବାଲର୍‌ଡ ରୋଜ ଡେ’ ପାଳନ କରାଯାଉଛି।
୧୨ ବର୍ଷୀୟ ଝିଅ ମେଲିଣ୍ଡା ରୋଜଙ୍କ ସ୍ମୃତିରେ ହିଁ ଏହି ଦିବସଟି ପାଳିତ ହୋଇ ଆସୁଛ। ୧୯୯୪ରେ ମାତ୍ର ୧୨ ବର୍ଷ ବୟସରେ ବ୍ଲଡ କ୍ୟାନ୍ସରରେ ପୀଡିତ ହୋଇ ଯନ୍ତ୍ରଣା ପାଉଥିବାବେଳେ ଡାକ୍ତର ତାଙ୍କୁ ଦୁଇ ସପ୍ତାହର ସମୟ ଦେଇଥିଲେ।
ହେଲେ ମେଲିଣ୍ଡା ମୃତ୍ୟୁକୁ ଭୟ ନ କରି ବେଶ ଖୁସିରେ ସେହି ୨ ସପ୍ତାହ ଉପଭୋଗ କରିଥିଲେ। ତାଙ୍କର ଏହି ମନୋଭାବ ତାଙ୍କର ଆୟୁଷ ୬ ମାସ ବଢାଇ ଦେଇଥିଲା। ସେପ୍ଟେମ୍ବର ୨୨ ରେ ପ୍ରାଣ ହରାଇଥିଲେ ମେଲିଣ୍ଡା ରୋଜ। ତାଙ୍କର ଆତ୍ମବିଶ୍ୱାସ ଓ ଦୃଢ ମନୋବଳକୁ ପ୍ରତିଟି ପୀଡିତଙ୍କ ପାଖରେ ପହଞ୍ଚାଇବାକୁ ପ୍ରତିବର୍ଷ ଏହି ଦିବସ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲୁ ଟୁଥ୍‌ ନାମ କାହିଁକି ହେଲା

ବ୍ଲୁଟୁଥ୍‌ ଏକ ଓ୍ବେରଲେସ୍‌ ଟେକ୍ନୋଲୋଜି। ଯାହାକି ସାରା ପୃଥିବୀରେ ବେଶ୍‌ ଲୋକପ୍ରିୟ। ତେବେ ଜାଣନ୍ତିକି କମ୍‌ ରେଞ୍ଜରେ ଥିବା ଡିଭାଇସ୍‌କୁ ଯୋଡ଼ିବା ଲାଗି ବ୍ୟବହାର କରାଯାଉଥିବା...

ମା’ଙ୍କ ହାତରେ ମୋ ପ୍ରଥମ ରୋଜଗାର ଟଙ୍କା

ମୁଁ ମହାବିଦ୍ୟାଳୟ ଶିକ୍ଷା ସମାପ୍ତ ପରେ ଚାକିରି ସନ୍ଧାନରେ ଥିଲି। ପରେ ନିଜ ଗାଁ ଶିଶୁ ବିଦ୍ୟାମନ୍ଦିରରେ ଶିକ୍ଷକ ରୂପେ ଯୋଗଦେଇଥିଲି। ସେଠିକାର ଶିକ୍ଷାଦାନ ପଦ୍ଧତି...

ବଜ୍ରପାତକୁ ରୋକେ ତାଳଗଛ

ବଜ୍ରପାତକୁ ରୋକେ ତାଳଗଛ । କିନ୍ତୁ ତାଳଗଛର ସଂଖ୍ୟା କମି କମି ଚାଲିଛି; ଯାହା ଚିନ୍ତା ବଢାଇଛି ପରିବେଶ ପ୍ରେମୀଙ୍କର । ଯେଉଁଥିପାଇଁ ନିଜସ୍ବ ପ୍ରୟାସରେ...

ଆଧାର କାର୍ଡରେ କାହିଁକି ହସନ୍ତିନି ଲୋକ, ଜଣାପଡିଲା ବଡ଼ କାରଣ…

ଭାରତରେ ରହୁଥିବା ପ୍ରତ୍ୟେକ ନାଗରିକଙ୍କ ପାଖରେ ଆଧାର କାର୍ଡ ରହିବା ଆବଶ୍ୟକ । ଅନେକଙ୍କର ପାଖରେ ପାନ୍‌ ଓ ପାସପୋର୍ଟ ମଧ୍ୟ ଅଛି । ଭାରତରେ,...

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର...

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ...

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri