Posted inଜାତୀୟ

ଗୈରିକ ପୋଷାକରେ ଆମ୍ବେଡକରଙ୍କ ପୋଷ୍ଟର: ତାମିଲନାଡୁରେ ରାଜନୈତିକ ବିବାଦ…

ଚେନ୍ନାଇ,୬।୧୨ : ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମଗ୍ର ଦେଶ ସମ୍ବିଧାନର ନିର୍ମାତା ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଡକରଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଦେଶବାସୀ ତାଙ୍କ ଅବଦାନକୁ ସର୍ବଦା ମନେ ରଖିବେ ବୋଲି କହିଛନ୍ତି।

ଅନ୍ୟପକ୍ଷରେ, ତାମିଲନାଡୁର କୁମ୍ବାକୋଣମରେ ବାବାସାହେବଙ୍କ ଏକ ପୋଷ୍ଟର ଲଗାଯାଇଛି। ଇନ୍ଦୁ ମକ୍କାଲ କାଚି ଦ୍ୱାରା ଏଭଳି ପୋଷ୍ଟର ଲଗାଯାଇଛି ଯାହାକୁ ନେଇ ରାଜନୈତିକ ବିବାଦ ଦେଖାଦେଇଛି। ତେବେ ଇନ୍ଦୁ ମକ୍କାଲ କାଚି ପ୍ରତିଷ୍ଠାତା ଅର୍ଜୁନ ସମ୍ପତ ଏହି ପୋଷ୍ଟରଗୁଡ଼ିକ ବିଷୟରେ କହିଛନ୍ତି ଯେ ଆମ୍ବେଡକର ଜଣେ ଜାତୀୟ ନେତା।

ପୋଷ୍ଟରରେ ବାବାସାହେବଙ୍କୁ ଗୈରିକ ପୋଷାକ ପିନ୍ଧିଥିବାର ଚିତ୍ର ରହିଛି। ଏହାକୁ ନେଇ ରାଜନୈତିକ ବିବାଦ ଘନେଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡ ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର...

ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ

ଇସଲାମାବାଦ୍‌,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା...

ଜଙ୍ଗଲ ନଷ୍ଟକୁ ବିରୋଧକରି ଗଛର ଅନ୍ତିମ ସଂସ୍କାର ଯାତ୍ରା

ଡେରାଡୁନ୍‌: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ରେ ବିକାଶମୂଳକ ପ୍ରକଳ୍ପ ପାଇଁ ବୃକ୍ଷ କାଟିବାକୁ ବିରୋଧ କରି ‘ପରିବେଶ ବଞ୍ଚାଅ ଆନ୍ଦୋଳନ ୨.୦’ ବ୍ୟାନରରେ ପରିବେଶବିତ୍‌ ତଥା ବୁଦ୍ଧିଜୀବୀମାନେ...

କିଛି ଗୋପନୀୟ ରହିବ ନାହିଁ

ଆଦିମ ଅବସ୍ଥାରେ ଆମେ ଲଙ୍ଗଳା ଥିଲୁ, ମଣିଷମାନେ ଅନ୍ୟ ପ୍ରାଣୀ ଭଳି ଜୀବନଯାପନ କରୁଥିଲେ, ଲଜ୍ଜା ଧାରଣା ନ ଥିଲା। ଏବେ ଏକବିଂଶ ଶତାବ୍ଦୀର ତୃତୀୟ...

ଭୂତଳ ଜଳ ଚିନ୍ତା

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଗ୍ରାଉଣ୍ଡ ଓ୍ବାଟର କ୍ୱାଲିଟି ଇନ୍‌ ଶାଲୋ ଆକ୍ୱିଫାୟର୍ସ ଅଫ୍‌ ଇଣ୍ଡିଆ ସର୍ଭେ ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ଯେ,...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image