ପୁଣି ଦେଖା ଦେବ ଆଳୁ ସଙ୍କଟ! ରାଜ୍ୟ ବ୍ୟବସାୟୀ ମହାସଂଘ କହିଲା ଆଉ ୩ ଦିନ ପରେ…

ଭୁବନେଶ୍ୱର,୧୯।୮: ଆଳୁ ସଙ୍କଟକୁ ନେଇ ଏଯାଏ ସମାଧାନ ହୋଇନାହିଁ। ଆଳୁର ଅଭାବ ଯୋଗୁ ରାଜ୍ୟରେ ବ୍ୟବସାୟୀ ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ତେବେ ଆଳୁ ସଙ୍କଟ କେବେ ଦୂର ହେବ ସେନେଇ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗ୍ରାହକଙ୍କୁ ଝଟକା ଦେବା ଭବି ଖବର ଆସିଛି। ରାଜ୍ୟରେ ପୁଣି ଦେଖା ଆଳୁ ସଙ୍କଟ ଦେଇପାରେ ବୋଲି କୁହାଯାଉଛି। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡାଙ୍କ କହିବାନୁଯାୟୀ, ଏବେ ଥିବା ଆଳୁ ୩ ଦିନ ଯିବ। ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ ଓ ଶୀତଳଭଣ୍ଡାର ମାଲିକ ଧର୍ମଘଟ ଧମକ ଦେଇଛନ୍ତି। କାଲି ସୁଦ୍ଧା ସମାଧାନ ନ ହେଲେ ଆଳୁ ଆସିବା ବନ୍ଦ ହୋଇଯିବ।

ଅନ୍ୟପଟେ ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ। ମନ୍ତ୍ରୀଙ୍କ କହିବାନୁଯାୟୀ, ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଲୱେ ମନ୍ତ୍ରୀଙ୍କ ସହ ଯୋଗାଯୋଗ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା...

ପୀୟୂଷଙ୍କୁ ବ୍ୟାନ୍‌  କରାଯାଇନି : ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୧୧।୪: ଜଲିଉଡ ହାଇପେଡ ଆକ୍ଟର ପୀୟୂଷ ତ୍ରିପାଠୀ ୧ କୋଟି ୧୫ ଲକ୍ଷ ଟଙ୍କା ଫେରାଇଛନ୍ତି। ସେ ସୂର୍ଯ୍ୟ ମନ୍ଦିରକୁ ୬୦ ଲକ୍ଷ, ସିଂହବାହିନୀକୁ ୫୫...

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

ହୋଟେଲରୁ ବାହାରି  ଏମିତି କହିଲେ ପୀୟୂଷ, ସବୁ ଫେରାଇ…

ଭୁବନେଶ୍ୱର,୧୧।୪: ସତ୍ୟନଗରର ଏକ ହୋଟେଲରୁ ବାହାରି  ଯାତ୍ରା ହିରୋ ପୀୟୂଷ ତ୍ରିପାଠୀ ତାଙ୍କ  ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟଙ୍କା ଫେରାଇଲି, ଗାଡ଼ି ଫେରାଇବି। ମାଲିକ...

କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ

ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି...

ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ବର୍ତ୍ତା

ବାଲିଗୁଡ଼ା,୧୧ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ମା’ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ବିଭିନ୍ନ ୱାର୍ଡର କାମନାକାରୀଙ୍କ ଘରକୁ ମା’ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ...

Ayushman Card: ଆସିଲା ଲିଷ୍ଟ! ଏମାନଙ୍କୁ ମିଳିବନି ଆୟୁଷ୍ମାନ କାର୍ଡରେ ଲାଭ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି...

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image