Posted inUncategorized

ଏମିତି କରୁଥିଲେ ପିଛା ଛାଡ଼ବନି ଦାରିଦ୍ର୍ୟ

ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଚାଣକ୍ୟ କହିଛନ୍ତି, ଜଣେ ବ୍ୟକ୍ତି ଗରିବ ହେଲେ ମଧ୍ୟ ପରିଷ୍କାର ରହିବା ଆବଶ୍ୟକ । ତାଙ୍କ ଅନୁଯାୟୀ, ମଇଳା ପୋଷାକ ପିନ୍ଧୁଥିବା ବ୍ୟକ୍ତିଙ୍କ ଘରେ କେବେବି ଲକ୍ଷ୍ମୀ ବାସ କରନ୍ତି ନାହିଁ।

ପରିଷ୍କାର ଦାନ୍ତ ବିଷୟରେ ଚାଣକ୍ୟ କହିଛନ୍ତି। ସେ କହିଛନ୍ତି, ଯେଉଁ ବ୍ୟକ୍ତି ଦାନ୍ତକୁ ଅପରିଷ୍କାର ରଖନ୍ତି କିମ୍ବା ସଫା କରନ୍ତି ନାହିଁ, ସେମାନଙ୍କୁ ଦାରିଦ୍ର୍ୟ ପିଛାଛାଡେ ନାହିଁ। ଏହା ଏଥିସହ ଯିଏ ଦାନ୍ତକୁ ସଫା ରଖେ ସେ ସର୍ବଦା ଖୁସି ରୁହେ।

ଯିଏ ଅଧିକ ଖାଏ ସେ କେବେବି ଧନୀ ହୋଇପାରିବେ ନାହିଁ। ଚାଣକ୍ୟ କହିଛନ୍ତି, ଅଧିକ ଖାଉଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟମଧ୍ୟ ଖରାପ ହୋଇଥାଏ।

ଜଣେ ସର୍ବଦା ମଧୁର କଥା କହିବା ଜରୁରୀ। ଲୋକେ କଟୁ କଥା କହୁଥିବା ବ୍ୟକ୍ତିଙ୍କୁ ପସନ୍ଦ କରନ୍ତି ନାହିଁ। ଏଥି ସହ ସେମାନଙ୍କର ଶତ୍ରୁମାନଙ୍କ ସଂଖ୍ୟା ବଢ଼ିଥାଏ।

ଭୁଲ ଉପାୟରେ ରୋଜଗାର କରିଥିବା ଟଙ୍କା ଅଧିକ ସମୟ ଧରି ରହେ ନାହିଁ । ଆହୁରି ମଧ୍ୟ ଚାଣକ୍ୟ କହିଛନ୍ତି, ଜଣେ ଲୋଭୀ ବ୍ୟକ୍ତି ଯେତେ ଟଙ୍କା ରୋଜଗାର କଲେ ମଧ୍ୟ ସେ ସନ୍ତୁଷ୍ଟ ଏବଂ ଖୁସି ରହିବାକୁ ଅସମର୍ଥ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

ଟଙ୍କାରେ ପ୍ରଲୋଭିତ ହେଲେନି ଚାନ୍ଦବାଲିବାସୀ: ସୁଲତା

ଭଦ୍ରକ,୧୬ା୧୧(ସନାତନ ରାଉତ): ରଙ୍ଗ ବଦଳାଇଲେ ଲୋକଙ୍କ ଭଲପାଇବା ନେଇପାରିବେନି କି ସେମାନଙ୍କ ହୃଦୟ ପରିବର୍ତ୍ତନ କରିପାରିବେ ନାହିଁ। ଭଦ୍ରକ ଜିଲା ଧାମରାରେ ବିଜେଡି ପକ୍ଷରୁ ଆୟୋଜିତ...

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି...

ଯାତ୍ରା ଦର୍ଶକଙ୍କୁ ପିଟିଲା ପୋଲିସ

ଚାନ୍ଦବାଲି,୧୦।୧୧(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି କାଳୀପୂଜାରେ ଯାତ୍ରା ଟିକେଟ କାଟିବାକୁ ଆସିଥିବା ଦର୍ଶକଙ୍କୁ ସର୍ବସମ୍ମୁଖରେ ପୋଲିସ ପିଟିଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ...

ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି କଂଗ୍ରେସ: ମୋଦି

ମୁମ୍ବାଇ,୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଜାଲିଆତିରେ...

କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ

ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ...

ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri