ପିପିଏଫ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ପ୍ରିନ୍ସ ପାଇପ୍ସ ଆଣ୍ଡ ଫିଟିଂସ ଲିମିଟେଡ୍‌ (ପିପିଏଫ୍‌ଏଲ୍‌)ର ନୂତନ ଅଭିଯାନ ‘ଅଭିନବ ରଥ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ତା’ର ଉଚ୍ଚମାନର ପାଇପ୍‌ ଓ ଫିଟିଂ ବ୍ୟବହାରକରି ଏକ ଅଭିନବ ରଥ ଢାଞ୍ଚା ନିର୍ମାଣ ସହ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ଏହି ରଥ ୨୦୨୪ ଜୁଲାଇ ୭ରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ପ୍ରଦର୍ଶିତ ହେବ।
ବିଶେଷକରି ଏହି ରଥର ଉଚ୍ଚତା ୧୫ଫୁଟ ହୋଇଥିଲାବେଳେ ଏଥିରେ ତିନୋଟି ସ୍ତର ରହିଛି। ଏହି ରଥକୁ ପାଇପ୍‌ ବହୁମୁଖିତାର କଳାତ୍ମକ ପ୍ରତିନିଧିତ୍ୱ ଭାବେ ଡିଜାଇନ କରାଯାଇଥିବା ଏହା ସୃଜନଶୀଳତା ଏବଂ ଇଞ୍ଜିନିୟରିଂ ଉକତ୍ର୍ଷ ପ୍ରଦର୍ଶନକରି ଭାରତରେ ଏକ ଅଗ୍ରଣୀ ଉପଲବ୍ଧି। ପ୍ରିନ୍ସ ପାଇପ୍ସ ଆଣ୍ଡ ଫିଟିଂସ ଲିମିଟେଡ୍‌ର ଭିପି ଷ୍ଟ୍ରାଟେଜି ନିହାର ଛେଡ଼ା କହିଛନ୍ତି, ଆମ ଡିଏନ୍‌ଏରେ ଅଭିନବତା ଅନ୍ତର୍ଭୁକ୍ତ ରହିଥିଲାବେଳେ ସରଳ ଦିଗ ପ୍ରତି ଆମର ଅନନ୍ୟ ଆଭିମୁଖ୍ୟ ହେଉଛି ଆମର ଦୁର୍ଗ ଏବଂ ଓଡ଼ିଶାର ସାଂସ୍କୃତିକ ଐତିହ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଏହି ରଥ ପ୍ରତିଷ୍ଠା ନବସୃଜନ ପ୍ରତି ଆମର ଅତୁଟ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଆମେ ଆଶା କରୁଛୁ ଯେ ପୁରୀବାସୀ ଏହି ସୃଷ୍ଟିରେ ଆଶ୍ଚର୍ଯ୍ୟ ହେବେ ଏବଂ ପ୍ରିନ୍ସ ପାଇପ୍ସଙ୍କ ଉଦ୍ଭାବନ, ବିଶ୍ୱାସ ଏବଂ ଗୁଣବତ୍ତା ପ୍ରତି ସମର୍ପଣକୁ ଅନୁଭବ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ...

ଶେଷ ଦିନରେ ନିବେଶକ ଯୋଡ଼ିଲେ ୭ ଲକ୍ଷ କୋଟି

ମୁମ୍ବାଇ,୨୩।୧୧: ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ପୁଞ୍ଜି ବଜାର କାରବାର ବେଶ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ...

ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ...

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି।...

ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ...

ମାତ୍ର ୫୧ ଟଙ୍କାରେ ବର୍ଷସାରା ମିଳିବ ୫ଜି ଡାଟା, ଜିଓର ସ୍ପେଶାଲ ଅଫର୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ସର୍ବବୃହତ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଗ୍ରାହକଙ୍କୁ ଏକ ସ୍ବତନ୍ତ୍ର ଭାଉଚର ପ୍ରଦାନ କରୁଛି । ମାତ୍ର ୬୦୧ ଟଙ୍କାରେ 5G ଅପଗ୍ରେଡ...

ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ

ନୂଆଦିଲ୍ଲୀ,୨୦।୧୧: ଦେଶର ପ୍ରମୁଖ ଇ- କମର୍ସ ପ୍ଲାଟ୍‌ଫର୍ମ ମିଶୋ ଅନ୍‌ଲାଇନ ଠକେଇ ବିରୋଧରେ ଲଢ଼େଇ କରିବା ସହ ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri