ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ ଖୋଲିଛନ୍ତି।
ପ୍ରଦୀପ କହିଛନ୍ତି, ଗୋଷାଣୀ ନୁଆଁଗାଁର ୧୩୨ ନମ୍ବର ବୁଥରେ ଇଭିଏମ ଠିକ୍‌ରେ ସିଲ ହେଲା ନା ନାହିଁ, ସେ ସଂପର୍କରେ ବୁଝିବା ପାଇଁ ମୁଁ ଯାଇଥିଲି। ସେଠାରେ ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ମୋ ଉପରେ ଆକ୍ରମଣ କରିଥିଲେ। ଫଳରେ ମୁଁ ଚତୋ ହରାଇଥିଲି। ଚେତା ଫେରିବା ବେଳକୁ ଆକ୍ରମଣ ସଂପର୍କରେ ପୋଲିସ ଅଧିକାରୀଙ୍କୁ ପଚାରିଥିଲି। କିନ୍ତୁ ସଂପୃକ୍ତ ପୋଲିସ ଅଧିକାରୀ ଜଣକ ଦାୟିତ୍ୱହୀନ ମନ୍ତବ୍ୟ ଦେଇଥିଲେ।
ପ୍ରଦୀପ ଆହୁରି ମଧ୍ୟ ଅଭିଯୋଗ କରି କହିଛନ୍ତି, ପିଣ୍ଟୁ ଦାଶଙ୍କ ପୂର୍ବରୁ ଭାଜପା ଟିକଟରେ ବିଧାନସଭା ପ୍ରାର୍ଥୀ ହେବା ପାଇଁ ଉଦ୍ୟମ କରିଥିଲେ। କିନ୍ତୁ ସମ୍ଭବ ନ ହେବାରୁ ବିଜେଡି ସହ ଭିତିରି କଥା ହୋଇ ସ୍ବାଧିନ ଭାବେ ସେ ଲିଛନ୍ତି। ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଏବଂ ଆସିକା ସିଟରେ ବିଜେଡିର ପରାଜୟ ସମ୍ଭାବନାକୁ ଦେଖି ପୋଲିସ ଉପସ୍ଥିତିରେ ଆକ୍ରମଣ କରାଯାଇଛି। ପିଣ୍ଟୁ ଦାଶଙ୍କ ମୋବାଇଲ ଯାଞ୍ଚ କଲେ ସବୁ ସତ ସାମ୍ନାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri