ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୮।୧: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି।

ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ୪ଟି ମାମଲାରେ ପ୍ରଦୀପ ପାଣିଗ୍ରାହୀ ଏକୁଟିଆ ମୁଦାଲା ଥିବା ବେଳେ ଅନ୍ୟମାମଲାରେ ଆକାଶ ପାଠକ ଓ ଅଭୟ ପାଠକ ବି ମୁଦାଲା ଥିଲେ। ଏନେଇ ଗୋଳନ୍ଥରା ଥାନାରେ ୪ଟି ଓ ବୈଦ୍ୟନାଥପୁର ଥାନାରେ ଗୋଟିଏ ମାମଲା ହୋଇଥିଲା। ମଙ୍ଗଳବାର ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଓ ଗୋଳନ୍ଥରା ଥାନାରେ ଥିବା ଦୁଇଟି ଠକେଇ ମାମଲାର ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ...

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ...

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri