ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଛି। ଅନ୍ୟପଟେ ତାଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଭୁବନେଶ୍ୱର ଏଡିଜେ-୩ ଜାମିନ ଆବେଦନ ଖାରଜ କରିବା ପରେ ପାଣିଗ୍ରାହୀଙ୍କୁ ନିରାଶ ହେବାକୁ ପଡ଼ିଛି।

Share