ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ଲୋକମଣ୍ଡପ ପଡିଆରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସରେ ପହଞ୍ଚି ଥିଲେ। ସେଠାରେ ପୁରୋହିତ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ନିଜର ପ୍ରାର୍ଥୀପତ୍ର ପ୍ରଦାନ କରିଥିଲେ।

Share