ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…

ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ବିଧାୟକ ପ୍ରଦୀପ୍ତ ନାଏକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମେଣ୍ଟ ନିଷ୍ପତ୍ତି ରାଜ୍ୟ ୟୁନିଟ୍‌ କରିବ ନାହିଁ। ତାହା କେନ୍ଦ୍ର ୟୁନିଟ୍‌ କରିବ। ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଚାହିଁଲେ ହିଁ ମେଣ୍ଟ ହୋଇପାରିବ। ଭାଜପା ୧୪୭ ବିଧାନସଭା ଓ ୨୧ ଲୋକ ସଭା ଆସନରେ ଲଢିବାକୁ ପ୍ରସ୍ତୁତ। ସେଥିପାଇଁ ଦଳ ବିଭିନ୍ନ ପ୍ରକାର ଅଭିଯାନ କରୁଛି।

ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଭାଜପା ପ୍ରାର୍ଥୀ ତାଲିକା ଉପରେ କସରତ କରୁଛି। ଏଥିପାଇଁ ଭାଜପାର ଘନ ଘନ ବୈଠକ ବସୁଛି। ତେବେ ମଙ୍ଗଳବାର ମଧ୍ୟ ଦିଲ୍ଲୀରେ ଭାଜପାର କୋର କମିଟି ବୈଠକ ବସିଛି। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri