ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି କି ଜାଣିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବିଧାନସଭା ଚାଲିବା ସମୟରେ ବାହାର ନିୟମକୁ ଘୋଷଣା କରି ହେବ ନାହିଁ ବୋଲି ପ୍ରମିଳା କହିଛନ୍ତି । ନା ବିଭାଗୀୟ ଅଧିକାରୀ, ନା ମନ୍ତ୍ରୀ ନା ମୁଖ୍ୟମନ୍ତ୍ରୀ, କେହି କୌଣସି ନୀତିଗତ ଘୋଷଣା କରି ପାରିବେ ନାହିଁ।
ମାତ୍ର ମୁଖ୍ୟମନ୍ତ୍ରୀ ଯେଉଁ ଭଳି ଭାବେ ଶୁକ୍ରବାର ଅଗ୍ନିବୀରଙ୍କ ନିଯୁକ୍ତି ନେଇ ଘୋଷଣା କରିଛନ୍ତି, ତାହା ବିଧାନସଭାର ମର୍ଯ୍ୟାଦା କ୍ଷୁର୍ଣ୍ଣ କରୁଛି। ଏ ସମ୍ପର୍କରେ ସୋମବାର ବିଧାନସଭାରେ ବିଜେଡି ଆପତ୍ତି ଉଠାଇବ ବୋଲ ପ୍ରମିଳା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିବି ପ୍ରବଳ ବର୍ଷିବ:  ଆହୁରି ଦୁଇ ଦିନ… 

ଭୁବନେଶ୍ୱର,୮।୯: ଆଜି  ମଧ୍ୟ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରବିବାର  ଦକ୍ଷିଣ ଓ ଉପକୂଳ ଓଡ଼ିଶାର ...

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨...

CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri