ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ ଆଳୁ ସମସ୍ୟାକୁ ସମାଧାନ କରିବାକୁ ଏ ସରକାର ନୁହେଁ…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଳୁ ସମସ୍ୟା ଲାଗି ରହିଥିବା ବେଳେ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଏବେ ରାଜ୍ୟରେ ଆଳୁ ଆମଦାନୀକୁ ନେଇ ଦୂରାବସ୍ଥା ଜାରି ଥିବାବେଳେ ଯୋଗାଣ ମନ୍ତ୍ରୀଙ୍କ ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଜନତାଙ୍କୁ ଅତିଷ୍ଠ କରିଛି। ଆଳୁ ସମସ୍ୟାକୁ ସମାଧାନ କରିବାକୁ ଏ ସରକାର ସମର୍ଥ ନୁହଁ ବୋଲି ପ୍ରମିଳା କହିଛନ୍ତି।
ଏହା ସହ ସେ କହିଛନ୍ତି ବିଗତ କିଛି ଦିନ ଧରି ରାଜ୍ୟରେ ଆଳୁ ସମସ୍ୟା ଲାଗୁ ରହିଛି । ହେଲେ ମନ୍ତ୍ରୀ ସବୁବେଳେ କହୁଛନ୍ତି ଖୁବ ଶୀଘ୍ର ସମସ୍ୟା ସମାଧାନ ହେବ ବୋଲି । କେତେବେଳେ ଉତ୍ତରପ୍ରଦେଶରୁ ଆଳୁ ଆଣିବା କଥା କହୁଛନ୍ତି ତ କେତେବେଳେ ବିହାରରୁ ଆସିବା କଥା କହୁଛନ୍ତି ହେଲେ କେଉଁଠୁ ବି ଆଣିବାର ବ୍ୟବସ୍ଥା କରୁନାହାଁନ୍ତି । ଭାଜପା ସରକାରଙ୍କର ଲୋକଙ୍କ ସସମ୍ୟା ପ୍ରତି ଖାତିର ନାହିଁ’ ।ଏ ସମସ୍ୟାର ସମାଧାନ ୧୫ ଦିନ ଭିତରେ ବି ହେବା ଭଳି ଲାଗୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

୨୬ ଯାଏଁ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image